ଭୁବନେଶ୍ବର :  ଭୁବନେଶ୍ବର କୋର୍ଟରେ ବୋମା ଆତଙ୍କ ।  କୋର୍ଟ  ପରିସରରେ  ଭୟର ବାତାବରଣ । ଏହା ମଧ୍ୟରେ କୋର୍ଟରେ ବୋମା ନିଷ୍କ୍ରିୟକାରୀ ଟିମ୍‌ର ଛାନ୍‌ଭିନ୍‌ । କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ଯାଞ୍ଚ ।  ତେବେ ବୋମା ଧମକ ମିଳିବା ପରେ ଫୋର୍ସ ମୁତୟନ ହୋଇଛନ୍ତି ।ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଭୁବନେଶ୍ବର କୋର୍ୟକୁ ସମାନ ଧମକ ମିଳିସାରିଛି। କିନ୍ତୁ ତଲାସି ବେଳେ କିଛି ମିଳିନଥାଏ। ବରଂ ଗୁଜବ ବୋଲି ଜଣାପଡ଼ିଥାଏ।