Month: July 2026

ଗଣ ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିଜେଡି-କଂଗ୍ରେସ

ଭୁବନେଶ୍ୱର: ନିଟ୍ ପେପର ଲିକକୁ ନେଇ ଗତକାଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତିରେ ଝଡ ଉଠିଛି l କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ରାଜ୍ୟରେ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରିଛନ୍ତି ଉଭୟ…

ଜ୍ୟୋତିର୍ମୟୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍ ଆଇଡଲ୍ ସିଜନ୍ 16 ଟ୍ରିଫି ହାତେଇଛନ୍ତି ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ । ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ ଇତିହାସ ରଚିଛନ୍ତି । ଏହି ସଫଳତା ସହ ସେ ଓଲିଉଡ ଓ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି । ଏନେଇ…

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ : ଜ୍ୟୋତିର୍ମୟୀ ନାୟକ, ଇଣ୍ଡିଆନ୍ ଆଇଡଲ୍ ସିଜିନ୍ 16ର ଚାମ୍ପିଅନ୍ ମୁକୁଟ ପିନ୍ଧାଇଛନ୍ତି, ଏବଂ ସେ ଟାଇଟଲ୍ ଜିତିଥିବା ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ ଇତିହାସ ରଚିଛନ୍ତି । ଏଥିସହ ଇଣ୍ଡିଆନ୍ ଆଇଡଲ୍ 16 ବିଜେତା ଭାବେ ଜ୍ୟୋତିର୍ମୟୀ ନାୟକ…

ବ୍ରଜରାଜନଗରରେ ଏନକାଉଣ୍ଟର

ଝାରସୁଗୁଡା: ବ୍ରଜରାଜନଗର ଅଞ୍ଚଳରେ ପୋଲିସର ଏନକାଉଣ୍ଟର । ପୋଲିସର ଗୁଳିରେ କୁଖ୍ୟାତ ଅପରାଧୀ କମଲେଶ ଘୋଷଙ୍କ ପୁଅ ଅଙ୍କିତ ଘୋଷ ଆହତ । ଗତକାଲି(ରବିବାର) ବିଳମ୍ବିତ ରାତିରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଓପିଏମ୍ ଘାଟ ନିକଟରେ ଏହି ଏନକାଉଣ୍ଟର ଘଟିଛି ।…

ଆଜି ନୀଳକନ୍ଦରକୁ ଫେରିବେ ନୀଳାଚଳିଆ

ପୁରୀ: ଖାଁ ଖାଁ ଲାଗୁଥିବା ଶ୍ରୀମନ୍ଦିର ପରିସର ଏବେ ପରିପୂର୍ଣ୍ଣ ଲାଗିବ । ଆଜି ନୀଳକନ୍ଦରକୁ ଫେରିବେ ନୀଳାଚଳିଆ । ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀଳାଦ୍ରିବିଜେ ନୀତି । ପାଟ୍ଟ ଶାଢ଼ୀ ଓ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜିବେ ମନୁଆ ଠାକୁର…

ବଙ୍ଗୋପସାଗରରେ ଗଭୀର ଅବପାତ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଥିବା ସୁଦୃଶ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଆଜି ଅବପାତର ରୂପ ନେଇଛି । ଅବପାତ ଘନୀଭୂତ ହୋଇ ଏକ ଗଭୀର ଅବପାତ ଭାବେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ…

ସୁଶାନ୍ତ ସିଂହଙ୍କ ପରଲୋକ: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ବିଜେଡି ସରକାରର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଅସୁସ୍ଥତା ପାଇଁ ଦୀର୍ଘଦିନ ଧରି ସେ…

ପରଲୋକରେ ସୁଶାନ୍ତ ସିଂହ: ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ବର: ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ବିଜେଡି ସରକାରର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଅସୁସ୍ଥତା ପାଇଁ ଦୀର୍ଘଦିନ ଧରି ସେ…

ପରଲୋକରେ ସୁଶାନ୍ତ ସିଂହ

ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ, ୧୦ରୁ ଅଧିକ ଆହତ

ଢେଙ୍କାନାଳ: ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର ଗାଁର ବଚନ ନାୟକ(୫୫)। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ…