Month: July 2026

ମହାନଦୀରେ ପାଣି ବଢୁଛି, ୨୪ ଗେଟ୍ ଖୋଲିବା ପାଇଁ ପ୍ରସ୍ତୁତ ହେଉଛୁ:ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ସ୍ଥିତି ସମୀକ୍ଷା ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସୂଚନା। ମହାନଦୀରେ ବନ୍ୟାଜଳ ବଢିବାରେ ଲାଗିଛି। ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକକୁ ଆଲର୍ଟ କରାଯାଇଛି। ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ ବିପଦ…

ମୁଣ୍ଡଳୀଠାରେଜଳ ପ୍ରବାହ ସ୍ଥିର, ଆଗକୁ ପାଣି ପରିମାଣ କମିବ

କଟକ,: ମହାନଦୀ ଅବବାହିକାରେ ବନ୍ୟା ପରିସ୍ଥିତିକୁ ନେଇ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ମୁଣ୍ଡଳୀଠାରେ ବର୍ତ୍ତମାନ ଜଳ ପ୍ରବାହ ସ୍ଥିର ରହିଥିବାବେଳେ ଆଗକୁ ପାଣି ପରିମାଣ କମିବ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି…

ରେଳମନ୍ତ୍ରୀଙ୍କୁ ଭେଟିଲେ ପ୍ରଦୀପ ପୁରୋହିତ

ବରଗଡ଼: ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା ପ୍ରଚଳନ ଦାବିରେ ବରଗଡ଼ ଏମପି ପ୍ରଦୀପ ପୁରୋହିତ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ…

ଜଳବନ୍ଦୀ ସମସ୍ୟାର ନିରାକରଣ ପାଇଁ ଧମେନ୍ଦ୍ରଙ୍କ ଭର୍ଚ୍ଚୁଆଲ ଆଲୋଚନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର ଜିଲାର ପ୍ରାୟ…

ବନ୍ୟା ପ୍ରପୀଡ଼ିତଙ୍କୁ ସହାୟତା ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କର ଆନ୍ତରିକତା ନାହିଁ:ବିଜେଡି

ଅଧିକାଂଶ ବନ୍ୟା ଅଞ୍ଚଳରେ ଶୁଖିଲା ଖାଦ୍ୟ ପହଞ୍ଚି ନାହିଁ, ରନ୍ଧା ଖାଦ୍ୟ ପ୍ରଦାନ ପାଇଁ କୌଣସି ବ୍ୟବସ୍ଥା ନାହିଁ ବନ୍ୟା ପାଇଁ ପୂର୍ବାନୁମାନ ଥିବା ସତ୍ତ୍ୱେ, ସରକାରଙ୍କ କୌଣସି ପୂର୍ବ ପ୍ରସ୍ତୁତି ନଥିଲା ଭୁବନେଶ୍ୱର: ଲଗାଣ ବର୍ଷା ପରେ ରାଜ୍ୟରେ ବନ୍ୟା…

ଉପମୁଖ୍ୟମନ୍ତ୍ରୀ ଓ ବିଜେପି ନେତା ଚାହାଁଣି ମଣ୍ଡପକୁ ଗଲେ କିପରି: ବିଜେଡି

ସମର୍ପଣ ଭାବ ବଦଳରେ ଅହଂକାର ପ୍ରଦର୍ଶନ କରୁଛନ୍ତି ସରକାର ସରକାର ନିଜେ ନିୟମ ଭଙ୍ଗ କଲେ ଲୋକେ କହିବେ କାହାକୁ? ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିଳାଦ୍ରୀ ବିଜେ ସମୟରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ…

ଜ୍ୟୋତିର୍ମୟୀଙ୍କ ସଫଳତା ରାଜ୍ୟର ନାରୀଶକ୍ତିର ସାମର୍ଥ୍ୟର ଉଦାହରଣ : ପ୍ରଭାତୀ ପରିଡ଼ା

‘ଇଣ୍ଡିଆନ୍ ଆଇଡଲ୍’ ସିଜନ୍-୧୬ର ବିଜୟିନୀ ତଥା ଓଡ଼ିଶାର ଗର୍ବ ଜ୍ୟୋତିର୍ମୟୀ ନାୟକ ଲୋକସେବା ଭବନସ୍ଥିତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟରେ ତାଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା, ଜ୍ୟୋତିର୍ମୟୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ତାଙ୍କର…

ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର

ଭୁବନେଶ୍ୱର: ସମାଜର ହିତ ସାଧନକୁ ଦୃଷ୍ଟିରେ ରଖି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌, କ୍ୟାମ୍ପସ -୧ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ଗୁରୁବାର ଏକ ବିଶାଳ ନିଶୁଳ୍ପ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଛି । ଆଇଏମ୍‌ଏସ…

‘ସ୍ୱତନ୍ତ୍ର ସଘନ ପ୍ରକ୍ରିୟା’ ଅଧିନରେ ଆପତ୍ତି ଦାଖଲ ପାଇଁ ଧାର୍ଯ୍ୟ ସମୟସୀମା ବୃଦ୍ଧି କରିବାକୁ ନିର୍ବାଚନ କମିଶନଙ୍କୁ ଅନୁରୋଧ

 ଦାବୀ ଓ ଆପତ୍ତି ଦାଖଲ ପ୍ରକ୍ରିୟା ହେଉଛି ଭୋଟର ତାଲିକା ସଂଶୋଧନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ  ଏକ ସଂପୂର୍ଣ୍ଣ, ସଠିକ ଓ ତୃଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତ ପାଇଁ ସମୟସୀମା ବୃଦ୍ଧିର ଆବଶ୍ୟକତା ରହିଛି ଭୁବନେଶ୍ୱର: ରାଜ୍ୟର ଅନେକାଂଚଳରେ…

ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀଙ୍କର ଉନ୍ନତି ପାଇଁ ସ୍ୱତନ୍ତ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ ହେବ: ବାଚସ୍ପତି

ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀଙ୍କର ଉନ୍ନତି ପାଇଁ ଗଠିତ ବିଧାନସଭା ଗୃହକମିଟିର ବୈଠକ ଭୁବନେଶ୍ୱର: ବିଧାନସଭାରେ ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀଙ୍କର ଉନ୍ନତି ପାଇଁ ଗଠିତ ଗୃହକମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷତା କରି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ…