Month: July 2026

ଲୋଇସିଂହା ଜଳବନ୍ଦୀ ଅଞ୍ଚଳରେ ଲୋକଙ୍କୁ ଭେଟିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଜଳମଗ୍ନ ପୋଲ ଉପରେ ପାଦରେ ଚାଲି ସ୍ଥିତି ପରଖିଲେ ରନ୍ଧା ଖାଦ୍ୟ ବଣ୍ଟନ କଲେ, ଲୋକଙ୍କ ସମସ୍ୟା ଶୁଣିଲେ ଭୁବନେଶ୍ୱର : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ତଥା ଲୋଇସିଂହା ବିଧାୟକ…

ଯାଜପୁର ଜିଲାର ଅର୍ଦ୍ଧାଧିକ ଅଞ୍ଚଳ ଜଳମଗ୍ନ

ଯାଜପୁର : ବୈତରଣୀ ଓ ଏହାର ଶାଖା ନଦୀ କାଣୀର ବନ୍ୟାଜଳ ଦାଉ ସାଧିଥିବା ବେଳେ ଗୁରୁବାରଠାରୁ ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ଉଛୁଳା ପାଣି ଯାଜପୁର ଜିଲାର ଅର୍ଦ୍ଧାଧିକ ଅଞ୍ଚଳକୁ ଜଳମଗ୍ନ କରିଦେଇଛି। ଜିଲାର ସୁକିନ୍ଦା ଓ ଦାନଗଦି ବ୍ଲକକୁ…

ବନ୍ୟା : ୨୦ ଜିଲାର ୭ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର: ଗଭୀର ଅବପାତ ଜନିତ ପ୍ରବଳ ବର୍ଷା ଓ ସେଥିରୁ ଉତ୍ପନ୍ନ ବନ୍ୟା ଯୋଗୁଁ ରାଜ୍ୟର ୨୦ଟି ଜିଲା ପ୍ରଭାବିତ ହୋଇଛି। ଏହି ଜିଲାଗୁଡ଼ିକର ୧୦୦ଟି ବ୍ଲକ, ୫୩୯ଟି ପଞ୍ଚାୟତର ୧୪୫୮ଟି ଗାଁ ଓ ୧୪ଟି ସହରାଞ୍ଚଳର ୧୭୬ଟି ୱାର୍ଡକୁ ମିଶାଇ…

ହୀରାକୁଦ: ଖୋଲିଲା ଆଉ ୧୦ ଗେଟ୍

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ବନ୍ୟା ପାଇଁ ଅନେକ ସ୍ଥାନ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି। ଏହା ମଧ୍ୟରେ ଶୁକ୍ରବାର ହୀରାକୁଦ ଡ୍ୟାମ୍ ଆଉ ୧୦ ଗେଟ୍‌ ଖୋଲିଛି। ଏବେ ଜଳଭଣ୍ଡାରର ୧୨ଟି ଗେଟ୍‌ ଦେଇ ବନ୍ୟା ପାଣି…

୧୧ କୋଟି ଟଙ୍କାର ମାନହାନି ମକଦ୍ଦମା ରୁଜୁ କଲେ ଗଡ଼କରୀ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ତରଫରୁ ପେଟ୍ରୋଲ୍‌ରେ ଇଥାନଲ୍-ମିଶ୍ରଣ କାର୍ଯ୍ୟକ୍ରମ ସହ ତାଙ୍କ ପରିବାରକୁ ଯୋଡ଼ି ସାମାଜିକ ଗଣମାଧ୍ୟମରେ ବିଭ୍ରାନ୍ତକର ତଥ୍ୟ, ଆପତ୍ତିଜନକ ପୋଷ୍ଟ ଓ ଏଆଇ ଦ୍ବାରା ପ୍ରସ୍ତୁତ ଡିପ୍‌ଫେକ ଭିଡିଓ ପ୍ରସାରଣ କରାଯାଉଥିବା ନେଇ ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବନ୍ୟା: ୫ ଜିଲ୍ଲାର ୬ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ଵର : ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତର ଓଡ଼ିଶା ବନ୍ୟାରେ ଉବୁଟୁବୁ ହେଉଛି। ଫଳରେ ପାଞ୍ଚ ଜିଲ୍ଲାର ୬ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ୧ ଲକ୍ଷ ୭୬ ହଜାର ୭୩ ଜଣ…

ମହାନଦୀର ଶାଖା ନଦୀ ଗୁଡ଼ିକରେ ବନ୍ୟା ଆସିବ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ଵର : ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା। ଆଜି ରାତି ଓ କାଲି ଦିନ ଗୁରୁତ୍ଵପୂର୍ଣ୍ଣ। ସତର୍କ କରାଇଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ। ସେ କହିଛନ୍ତି ଯେ, ମଧ୍ୟାହ୍ନ ସୁଦ୍ଧା ମୁଣ୍ଡଳୀରେ ୮ ଲକ୍ଷ ୨୮ ହଜାର…

ନିଖୋଜ କାର୍‌ ଚାଳକଙ୍କ ମୃତଦେହ ଉଦ୍ଧାର

ଆନନ୍ଦପୁର: ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଇର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ ମୃତଦେହ ପ୍ରାୟ ୩୦ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ଅଗ୍ନିଶମ ବିଭାଗ ଓ ଉଦ୍ଧାରକାରୀ ଦଳଙ୍କ…

ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

ଗୌହାଟୀ: ଆସାମରେ ବନ୍ୟାସ୍ଥିତି ଭୟଙ୍କର ହୋଇଛି । ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କ ମୃତ୍ୟୁ ଘଟିଛି । ଫଳରେ ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି ପାଇଛି । ପ୍ରାୟ ସାଢ଼େ ୩ ଲକ୍ଷ ଲୋକ ବନ୍ୟା ଯୋଗୁ ପ୍ରଭାବିତ ହୋଇଛନ୍ତି…

ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବର୍ଷା ପ୍ରକୋପ କ୍ରମଶଃ କମିବ । ଗଭୀର ଅବପାତ ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଏବଂ ବିଦର୍ଭ ଉପରେ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ଭିତରେ ସାମାନ୍ୟ ଦୁର୍ବଳ ହୋଇ ଅବପାତ ରୂପ ନେବ…