Month: July 2026

ବଳରାମ ଦାସଙ୍କ ସମାଧିପୀଠସ୍ଥିତ ବେଗୁନିଆରେ ନିର୍ମାଣ ହେବ ‘ଲକ୍ଷ୍ମୀ ପୁରାଣ କରିଡର’

ଭୁବନେଶ୍ୱର,: ମିଶନ ଶକ୍ତି ଭବନସ୍ଥିତ ଅଡିଟୋରିଅମ ହଲ୍‌ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ “ଶକ୍ତି ବନ୍ଦନାର ମହାଗାଥା – ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ” ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ…

ପାଣିପାଗ ତଥ୍ୟ ଓ ପୂର୍ବାନୁମାନ ଆହୁରି ସଶକ୍ତ ଓ ନିର୍ଦ୍ଦିଷ୍ଟ ହେବ

ଭୁବନେଶ୍ୱର: ପାଣିପାଗ ତଥ୍ୟ ଓ ପୂର୍ବାନୁମାନ ଆହୁରି ସଶକ୍ତ ଓ ନିର୍ଦ୍ଦିଷ୍ଟ ହେବ । ସମ୍ବଲପୁରରେ ଡପଲର ରାଡାର ସ୍ଥାପନ କାମ ପ୍ରାୟତଃ ଶେଷ ହୋଇଗଲାଣି । ଖୁବ୍‌ଶୀଘ୍ର ଏହାର ଉଦଘାଟନ କରାଯିବ । ସେହିପରି ବାଲେଶ୍ୱରରେ ପ୍ରସ୍ତାବିତ ଡପଲର ରାଡାର…

ଶୁକ୍ରବାର ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିବ

ପୁରୀ: ସ୍ନାନବେଦିରେ ୧୦୮ ଗରା ଜଳ ଲାଗି ପରେ ଶ୍ରୀବିଗ୍ରହ ଅସୁସ୍ଥ । ଶୀଘ୍ର ଆରୋଗ୍ୟ କାମନା କରି ଦଇତାପତି ସେବକମାନେ ଅଣସର ଘରେ ଦାରୁବ୍ରହ୍ମଙ୍କ ଗୁପ୍ତ ପୂଜାରେ ଲାଗିଛନ୍ତି । ଅନବସର ୫ ଦିନ ଶୁକ୍ରବାର ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିବ…

ଲଘୁଚାପ ପ୍ରଭାବରେ ଜାରି ରହିଛି ତୁହାକୁ  ତୁହା ବର୍ଷା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଜାରି ରହିଛି ତୁହାକୁ ତୁହା ବର୍ଷା । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଢାଳିଛି । ପାଣିପାଗ ପୂର୍ବାନୁମାନ ଯାହା, ଲଘୁଚାପ ଆହୁରି ଘନୀଭୂତ ହେବ । ଏହା ପ୍ରଭାବରେ ଆସନ୍ତା…

ସଂଶୋଧିତ ପାଠ୍ୟପୁସ୍ତକ ପାଇଁ ମତ ଲୋଡିଲେ ସରକାର

ଭୁବନେଶ୍ବର: ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠ୍ୟପୁସ୍ତକରେ ବହୁ ତ୍ରୁଟି ରହିଛି। ଯାହାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଜୋର ଧରିଛି। ତେବେ ସଂଶୋଧିତ ପାଠ୍ୟପୁସ୍ତକ ପାଇଁ ସରକାର ମତ ଲୋଡିଛନ୍ତି। ଇମେଲ, ହେଲପଲାଇନ ନଂ ଜରିଆରେ ସୁଚିନ୍ତିତ ମତ ଦେଇ…

ଆନ୍ଦୋଳନ ଛାଡି କାର୍ଯ୍ୟରେ ଯୋଗ ନଦେଲେ ଆନ୍ଦୋଳନରତ  ଡାକ୍ତରଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର : ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର ଚେତାବନୀ ଦେଇଛନ୍ତି। ଆନ୍ଦୋଳନ ଛାଡି କାର୍ଯ୍ୟରେ ଯୋଗ ଦେବାକୁ ଚେତାବନୀ ଦେଇଛନ୍ତି। କାର୍ଯ୍ୟରେ ଯୋଗ ନ ଦେଲେ ଆନ୍ଦୋଳନରତ ଡାକ୍ତରଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ…

ବିଦ୍ୟୁତ ବକେୟା ପୈଠ ପାଇଁ ବିଇଓଙ୍କୁ  ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ବର: ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ କଡ଼ା ନିର୍ଦ୍ଦେଶ । ୭ ଦିନ ଭିତରେ ବିଦ୍ୟାଳୟର ବିଦ୍ୟୁତ ବକେୟା ପୈଠ କର , ନ ହେଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ। ନିର୍ଦେଶରେ ଦର୍ଶାଯାଇଛି ଯେ ବିଦ୍ୟୁତ…

କଲେଜ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ:କଲେଜ ପରିସରକୁ ନିଶାମୁକ୍ତ ଅଞ୍ଚଳରେ ପରିଣତ କର

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ପରିସରକୁ ନିଶାମୁକ୍ତ ଅଞ୍ଚଳରେ ପରିଣତ କରିବାକୁ ଉଚ୍ଚଶିକ୍ଷା ବିଭାଗ କଡ଼ା ପଦକ୍ଷେପ ନେଇଛି । ପ୍ରତ୍ୟେକ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିସର ମଧ୍ୟରେ ମଦ, ତମାଖୁ, ମାଦକ ଦ୍ରବ୍ୟ, ସାଇକୋଟ୍ରୋପିକ୍…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ନିରବଚ୍ଛିନ୍ନ ଓ ଫଳପ୍ରଦ କାର୍ଯ୍ୟକାରିତା ଉପରେ ସମୀକ୍ଷା

ଭୁବନେଶ୍ୱର: ଲୋକସେବା ଭବନଠାରେ ୬୪ତମ ରାଜ୍ୟସ୍ତରୀୟ ଫସଲ ବୀମା ସମନ୍ୱୟ କମିଟି (State Level Crop Insurance Coordination Committee- SLCCCI) ବୈଠକ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ବୈଠକରେ ଖରିଫ-୨୦୨୬ ଋତୁ ପାଇଁ…

ଉଠିଛି ପ୍ରଶ୍ନ: ଶାସକ ଦଳ ବର୍ତ୍ତମାନ ପରିସ୍ଥିତିରେ ପଞ୍ଚାୟତ ନିର୍ବାଚନ ଚାହୁଁଛି କି ନାହିଁ

ଭୁବନେଶ୍ବର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ସରକାରୀ ପ୍ରସ୍ତୁତିର ଗତିକୁ ନେଇ ପ୍ରଶ୍ନ ଉଠିଛି । ଶାସକ ଦଳ ବର୍ତ୍ତମାନ ପରିସ୍ଥିତିରେ ପଞ୍ଚାୟତ ନିର୍ବାଚନ ଚାହୁଁଛି କି ନାହିଁ, ତାକୁ ନେଇ ପ୍ରଶ୍ନ ଉଠିଛି । କାରଣ ବାଲାଟ ପେପର ଛପା…