Month: July 2026

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବା ସହ ଜନଗଣନା ପରେ ପୌର ଓ ପଞ୍ଚାୟତ ନିର୍ବାଚନ ହେବ ବୋଲି…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ମହାପ୍ରଭୁଙ୍କ ଏହି ଗୁପ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ…

ମୋଦୀଙ୍କ ଭିଡିଓ ଡିଲିଟ୍ ; ଭୁଲ୍ ମାଗିଲା ମେଟା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଫେସବୁକ୍ ଭିଡିଓକୁ ଅସ୍ଥାୟୀ ଭାବରେ ହଟାଇବା ଏବେ ଏକ ଗମ୍ଭୀର ମୋଡ଼ ନେଇଛି। ମେଟା ଏହି ଘଟଣା ପାଇଁ ସରକାରଙ୍କୁ କ୍ଷମା ମାଗିଛି। ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁଁ ଭୁଲବଶତଃ ହଟାଇ ଦିଆଯାଇଥିଲା।…

୧ରେ ଖୋଲିବ ଭିତରକନିକା

ରାଜନଗର : କୁମ୍ଭୀର ପ୍ରଜନନ ଋତୁ ପାଇଁ ମେ ପହିଲାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ଏହି ସମୟରେ ମା କୁମ୍ଭୀର ଅଧିକ ହିଂସ୍ର ହୋଇ ରହିଥାଏ। ସେହି ଦୃଷ୍ଟିରୁ ପର୍ଯ୍ୟଟକମାନଙ୍କୁ ଏହି ସମୟରେ ଭିତରକନିକାକୁ…

ବନ୍ୟା ପରିଚାଳନା ପାଇଁ 3 ଜିଲ୍ଲାରେ ସ୍ଵତନ୍ତ୍ର ଅଧିକାରୀ ନିୟୋଜିତ

ଭୁବନେଶ୍ବର : ରାଜ୍ୟରେ ଲଗାଣ ବର୍ଷାଜନିତ ସୃଷ୍ଟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ…

ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଫାଇଲ ହଜିବା ଏକ ସୁଚିନ୍ତିତ ଷଡ଼ଯନ୍ତ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡ ସମ୍ପର୍କିତ ଫାଇଲ ଲୋକସେବା ଭବନରୁ ହଜିଯିବା ଘଟଣା କୌଣସି ସାଧାରଣ ଅବହେଳା ନୁହେଁ, ବରଂ ଏହା ଏକ ସୁଚିନ୍ତିତ ଷଡ଼ଯନ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଏହି ଘଟଣାର ପର୍ଦ୍ଦାଫାଶ…

ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଭୁବନେଶ୍ୱର: ଇଣ୍ଡିଆନ୍ ଆଇଡଲ୍ ବିଜେତା ସାଜି ଓଡ଼ିଶା ଓ ଓଲିଉଡ ପାଇଁ ଗୌରବ ଆଣିଛନ୍ତି ଜ୍ୟୋତିର୍ମୟୀ ନାୟକ । ଏହି ସମୟରେ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜ୍ୟୋତିର୍ମୟୀଙ୍କ ଅସାଧାରଣ କୃତିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ୫…

ବନ୍ୟାରେ ଉବୁଟୁବୁ ଉତ୍ତର ଓଡ଼ିଶା

ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶା । ଚାରିଆଡେ କେବଳ ପାଣି ଆଉ ପାଣି । ବାଲେଶ୍ବର, ଯାଜପୁର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହୋଇଛି । ତେବେ ସ୍ୱତନ୍ତ୍ର ରିଲିଫ କମିଶନର (SRC)ଙ୍କ…

ଛୋଟ ପିଲାଙ୍କ ପାଇଁ କଂଗ୍ରେସ ନେତୃବୃନ୍ଦ ରାଜରାସ୍ତାରେ ସଂଗ୍ରାମ କରିବେ : ଦେଶାଇ

ଭୁବନେଶ୍ୱର : କଂଗ୍ରେସ ଭବନଠାରେ ଏଆଇସିସି ଓଡିଶା ପ୍ରଭାରୀ ଲାଲଜୀ ଦେଶାଇ ଗଣମାଧ୍ୟମକୁ ଏକ ବିବୃତି ଦେଇ କହିଛନ୍ତି ଯେ, ବିଜେପି ଓଡ଼ିଆ ଅସ୍ମିତା ନାମରେ ସରକାରକୁ ଆସି ବର୍ତ୍ତମାନ ଓଡ଼ିଆଙ୍କ ସମ୍ମାନକୁ ସମସ୍ତ କ୍ଷେତ୍ରରେ ବଦନାମ କରୁଛନ୍ତି l ଓଡିଶା…

ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଟିଟିଲାଗଡ଼ :ଟିଟିଲାଗଡ଼ ରେଳ ଷ୍ଟେସନ ନିକଟରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। କୋଇଲା ବୋଝେଇ ଟ୍ରେନ୍‌ର ଗୋଟିଏ ବଗି ଟ୍ରାକ୍‌ରୁ ଖସିଯାଇଥିବା ଜଣାପଡ଼ିଛି।ସୂଚନା ଅନୁସାରେ, ଟ୍ରେନ୍‌ଟି ବଲାଙ୍ଗିର ପଟୁ ଆସୁଥିବା ବେଳେ ଟିଟିଲାଗଡ଼ ଷ୍ଟେସନ ନିକଟରେ ଏହି ଅଘଟଣ ଘଟିଥିଲା।…