ସଂସଦରେ “ଧର୍ମେନ୍ଦ୍ର ପ୍ରଧାନ ଜିନ୍ଦାବାଦ୍” ନାରା
ନୂଆଦିଲ୍ଲୀ: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG ପେପର ଲିକ୍, ପରୀକ୍ଷା ବ୍ୟବସ୍ଥାରେ ଗଡ଼ବଡି ଏବଂ ଛାତ୍ରୀଛାତ୍ରଙ୍କ ଉତ୍ତରଦାୟିତ୍ୱ ଦାବିକୁ ନେଇ ଆରମ୍ଭ…










