ଦୁଇ ସାଙ୍ଗଙ୍କ ମଧ୍ୟରେ ଛୁରି ମରାମାରି :ଜଣେ ମୃତ
ତାଳଚେର: ତାଳଚେର ଗଣେଶ ବିହାରରେ ଏକ ଅଭାବନୀୟ ଘଟଣା ପରିଲକ୍ଷିତ ହୋଇଛି। ଗଣେଶ ବିହାରର ଭଡ଼ା ଘରେ ଦୁଇ ସାଙ୍ଗଙ୍କ ମଧ୍ୟରେ ବଚସାରୁ ଛୁରି ମରାମାରି ଭଳି ଘଟଣା ଦେଖିବାକୁ ମିଳିଛି। ଉଭୟଙ୍କ ଭିତରୁ ଜଣେ ମୃତ ଓ ଆଉ ଜଣଙ୍କ…
ତାଳଚେର: ତାଳଚେର ଗଣେଶ ବିହାରରେ ଏକ ଅଭାବନୀୟ ଘଟଣା ପରିଲକ୍ଷିତ ହୋଇଛି। ଗଣେଶ ବିହାରର ଭଡ଼ା ଘରେ ଦୁଇ ସାଙ୍ଗଙ୍କ ମଧ୍ୟରେ ବଚସାରୁ ଛୁରି ମରାମାରି ଭଳି ଘଟଣା ଦେଖିବାକୁ ମିଳିଛି। ଉଭୟଙ୍କ ଭିତରୁ ଜଣେ ମୃତ ଓ ଆଉ ଜଣଙ୍କ…
ଭୁବନେଶ୍ୱର: ସ୍ୱାୟତ୍ତ ଶାସନ ଦିବସରେ BMCର ବଡ଼ ଘୋଷଣା। ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍। ସ୍ମାର୍ଟ ଓ ସ୍ୱଚ୍ଛ ଭୁବନେଶ୍ୱର ପାଇଁ ହୋଇଛି ବଡ଼ ଯୋଜନା। ଆଜି ସ୍ୱାୟତ୍ତ ଶାସନ ଦିବସରେ ଏଭଳି ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ।…
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ ୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ୍ରେ ସ୍ଥିର ରହିଛି।ବର୍ତ୍ତମାନ ପ୍ରତି ସେକେଣ୍ଡରେ ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୩୬…
ମୁମ୍ବାଇ:ଭାରତୀୟ ନୌସେନାର ରଣନୈତିକ ଏବଂ ସାମରିକ ଶକ୍ତିରେ ଏକ ନୂତନ ଅଧ୍ୟାୟ ଯୋଡା ହୋଇଛି। ନିସ୍ତାର-କ୍ଲାସ୍ର ଦ୍ୱିତୀୟ ଡାଇଭିଂ ସପୋର୍ଟ ଜାହାଜ (ଡିଏସଭି) ଆଇଏନଏସ ନିପୁଣକୁ ମୁମ୍ବାଇର ନୌସେନା ଡକୟାର୍ଡରେ ଆୟୋଜିତ ଏକ କମିସନିଂ ସମାରୋହରେ ଆନୁଷ୍ଠାନିକ ଭାବରେ ନୌସେନାରେ ସାମିଲ…
ଭୁବନେଶ୍ବର: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ବିଜେପିର ଦୁଇଦିନିଆ କାର୍ୟ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ୟ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ ସୂଚନା ମିଳିଛି। ତେବେ ବୈଠକର ସ୍ଥାନ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଦଳ ପକ୍ଷରୁ…
ପୁରୀ: ଆଜିଠୁ ଦୁଇ ଦିନ ଧରି ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ରତ୍ନ ଅଳଙ୍କାର ଗଣତିମଣତି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ବ୍ୟବସ୍ଥାବଳୀ (ଏସ୍ଓପି) କୁ ଏହି ସମୟରେ ପାଳନ କରାଯିବ । ଗଣତିମଣତି ସମୟରେ କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ…
ସୁନ୍ଦରଗଡ଼ : ଡାକ୍ତରଖାନାରୁ ଫେରାର କଏଦୀ ଗିରଫ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଗତ ୨୫ ତାରିଖ ରାତିରେ ଫେରାର ହୋଇଯାଇଥିବା ବିଚାରାଧୀନ କଏଦୀ ଟେକଚାନ୍ଦ ବେହେରା (୨୪) ଙ୍କୁ ୫ ଦିନ ପରେ ପୁଲିସ୍ ଧରିବାରେ ସଫଳ ହୋଇଛି ।…
ରାୟଗଡ଼ା: ରାୟଗଡ଼ା ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀଙ୍କ ମନ୍ଦିରର ଦାନ ହୁଣ୍ଡିରେ ଜମା ହୋଇଥିବା ଅର୍ଥ ଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ହୁଣ୍ଡି ଗଣତି କାର୍ଯ୍ୟ ଚାଲିଛି। ବିଭିନ୍ନ ସାମାଜିକ ସଂଗଠନର ପ୍ରାୟ ୩୦୦ ଜଣ ମହିଳା ଏହି…
ମାଲକାନଗିରି: ଛତିଶଗଡ଼ ପୁଲିସକୁ ବଡ଼ ସଫଳତା। ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଠାବ ହେଲା ୩ଟି ମାଓ ଡମ୍ପ । ସୁକୁମା ଜିଲ୍ଲାର କୋଣ୍ଟା ଥାନା ଅନ୍ତର୍ଗତ ବେଲପେଚା ଜଙ୍ଗଲରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ କରିବା ବେଳେ ଠାବ ହୋଇଛି…
ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଥିବା ଲଘୁଚାପ କ୍ଷେତ୍ରଟି ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ଲାଗି…