‘ଜ୍ଞାନଦୋୟ-ଶିକ୍ଷାରୁ ସମୃଦ୍ଧି’ ଯୋଜନା ସମ୍ପର୍କିତ ମାର୍ଗଦର୍ଶିକା ଜାରି
ଭୁବନେଶ୍ୱର: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’ ଦେବାକୁ ପଡ଼ିବ ନାହିଁ। ଆଡ୍ମିଶନ ଫି’, ଡେଭଲପ୍ମେଣ୍ଟ ଫି’ ସମେତ ଯୋଜନାରେ ଅନ୍ତର୍ଭୁକ୍ତ ଅନ୍ୟାନ୍ୟ…










