Month: August 2026

ସ୍ତ୍ରୀକୁ ମାରି ପୋଖରୀକୁ ଫିଙ୍ଗିଦେଲା ସ୍ୱାମୀ !

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ଅନ୍ତର୍ଗତ ବେଲଦ୍ୱାର ଗାଁରେ ଯୌତୁକ ଜନିତ କଳହକୁ କେନ୍ଦ୍ର କରି ଜଣେ ନୃଶଂସ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ହାତ ବାନ୍ଧି ପୋଖରୀକୁ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି ।…

ଗୋଟିଏ ବନ୍ୟାର ଦୁର୍ଦ୍ଦଶା ସରିନଥିବା ବେଳେ ପୁଣି ଏକ ବନ୍ୟା

ଭୁବନେଶ୍ବର: ଗୋଟିଏ ବନ୍ୟାର ଦୁର୍ଦ୍ଦଶା ସରିନଥିବା ବେଳେ ପୁଣି ଏକ ବନ୍ୟା । ପୁଣି ଘରେ ପଶିଛି ବନ୍ୟା ପାଣି। ଏଭଳି ଦୁର୍ଦ୍ଦଶା ଭୋଗୁଛନ୍ତି ଯାଜପୁରର ତଳିଆ ଅଞ୍ଚଳ ଲୋକେ । ବୈତରଣୀ ନଦୀରେ ତୃତୀୟ ଥର ବନ୍ୟା ଆସିଛି ।…

ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ସ୍ଥାପନ ପାଇଁ ନିଜ ଆଗ୍ରହକୁ ପୁଣିଥରେ ଦୋହରାଇଛି ଆଦାନୀ ଗ୍ରୁପ୍

ଭୁବନେଶ୍ୱର: ଓଡ଼ିଶାରେ ଆଣବିକ ବିଦ୍ୟୁତ କେନ୍ଦ୍ର (ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ) ସ୍ଥାପନ ପାଇଁ ନିଜ ଆଗ୍ରହକୁ ପୁଣିଥରେ ଦୋହରାଇଛି ଆଦାନୀ ଗ୍ରୁପ୍ । ଆଦାନୀ ଗ୍ରୁପ୍‌ର ଏମ୍‌ଡି କରଣ ଆଦାନୀ ଓ ତାଙ୍କ ଟିମ୍ ଗୁରୁବାର ଖାରବେଳ ଭବନରେ ଉପମୁଖ୍ୟମନ୍ତ୍ରୀ ତଥା…

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଗୋଟିଏ ଲଘୁଚାପର ପ୍ରଭାବ ନ ସରୁଣୁ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୯ ଅଗଷ୍ଟ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଏକ ନୂତନ ଉପର ବାୟୁ ଘୂର୍ଣ୍ଣିବଳୟ…

ବିମାନ ବାତିଲକୁ ନେଇ ଭୁବନେଶ୍ୱର ବିମାନବନ୍ଦରରେ ମହିଳା ଯାତ୍ରୀଙ୍କ ହାଇଡ୍ରାମା

ଭୁବନେଶ୍ବର: ବିମାନ ବାତିଲକୁ ନେଇ ଭୁବନେଶ୍ୱର ବିମାନବନ୍ଦରରେ ହାଇଡ୍ରାମା । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଫ୍ଲାଇଟ୍ ବାତିଲ ହେବା ପରେ ଉତ୍ତେଜିତ ହେଲେ ମହିଳା ଯାତ୍ରୀ । ରାଗରେ ବିମାନ ବନ୍ଦରରେ ଥିବା କିଛି ଉପକରଣ ଭାଙ୍ଗିଥିବା ଅଭିଯୋଗ ହୋଇଛି ।…

୨୦ ବିଜେପି ସାଂସଦ ଚୁପ୍ ରହି ଓଡ଼ିଶାର ସ୍ୱାର୍ଥକୁ ବିକ୍ରି କରିଦେଲେ:ବିଜେଡି

ଭୁବନେଶ୍ବର: ଲୋକସଭାରେ ଏମଏମଡିଆର ଆଇନ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଫଳରେ ସର୍ବାଧିକ କ୍ଷତିଗ୍ରସ୍ତ ହେବ ଓଡିଶା । ଓଡ଼ିଶାର ଖଣି ରାଜସ୍ୱ ଦିଲ୍ଲୀ ଚାଲିଯିବ । ବାର୍ଷିକ ୧୨ ହଜାର କୋଟି ଟଙ୍କାର ରାଜସ୍ୱ କ୍ଷତି ସହିବ ଓଡ଼ିଶା…

ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଗମ୍ଭୀର

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ସମେତ ବିଭିନ୍ନ ଜିଲ୍ଲାରେ ଅବିରତ ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ିବା ସହ ଅନେକ…

ବାଲେଶ୍ବରରୁ ଟିଏମ୍‌ସି ପୂର୍ବତନ ବିଧାୟକ ଗିରଫ

କଲକାତା/ସିମୁଳିଆ : ପଶ୍ଚିମବଙ୍ଗର ବହୁଚର୍ଚ୍ଚିତ ଆରଜି କର ମେଡିକାଲ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାରେ ପଶ୍ଚିମବଙ୍ଗ ପୁଲିସ ବାଲେଶ୍ବର ଜିଲା ସିମୁଳିଆ ଥାନା ଅଞ୍ଚଳରୁ ତୃଣମୂଳ କଂଗ୍ରେସର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରିଛି। ପୁଲିସ ତାଙ୍କୁ…

ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନକଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ୨୦୨୪ ଏବଂ ୨୦୨୫ ବର୍ଷ ପାଇଁ ବିଶିଷ୍ଟ କଳାକାରମାନଙ୍କୁ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରିଛନ୍ତି।ସେହିପରି ଓଡ଼ିଶୀ ନୃତ୍ୟ ଗୁରୁ ବିଚିତ୍ରା ନନ୍ଦ ସ୍ୱାଇଁ ୨୦୨୪ ବର୍ଷ…

୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦ ଚିକିତ୍ସାଳୟର ଆଜି ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଭୁବନେଶ୍ୱରର ବିଜେବି ନଗର ସ୍ଥିତ ନାଗେଶ୍ୱରଟାଙ୍ଗିଠାରେ ଏକ ୧୦୦ ଶଯ୍ୟା ବିଶିଷ୍ଟ ସରକାରୀ ଆୟୁର୍ବେଦ ଚିକିତ୍ସାଳୟ ନିର୍ମାଣ ହେବାକୁ ଯାଉଛି। ରାଜ୍ୟରେ ଆୟୁର୍ବେଦିକ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ…