Month: August 2026

ଭାଲୁ ଆକ୍ରମଣରେ ୨ ଜଣ ଗୁରୁତର

ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରି ଉପଖଣ୍ଡ ତଥା ଔପଦା ବ୍ଲକ ଅଧିନସ୍ଥ ଶ୍ୟାମସୁନ୍ଦରପୁର ପଂଚାୟତ ଅନ୍ତର୍ଗତ ଜୁରିଆପାଟଣା ଗ୍ରାମରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ହୋଇପଡିଛନ୍ତି | ସେମାନଙ୍କୁ ଚିକିତ୍ସା ପାଇଁ ବର୍ତ୍ତମାନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି | ମିଳିଥିବା…

ଚାମେଲି ଓଝାଙ୍କ ବିରୁଦ୍ଧରେ ଅନାସ୍ଥା ମତଦାନ ଜାରି

ମହାକାଳପଡ଼ା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ବିରୁଦ୍ଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆଜି ଭୋଟିଂ ଅନୁଷ୍ଠିତ ହେଉଛି l ତିଖିରୀ ପଞ୍ଚାୟତ କାର୍ଯ୍ୟାଳୟରେ ଏହି ଅନାସ୍ଥା ଭୋଟିଂ କରିବା ପାଇଁ କେନ୍ଦ୍ରାପଡା ଉପଜିଲ୍ଲାପାଳ…

ପୁଣି ବଢ଼ିବ ଛେନା ଓ ପନିରର ମୂଲ୍ୟ, ୧୫ ଅଗଷ୍ଟରୁ ହେବ ଲାଗୁ

ଭୁବନେଶ୍ୱର: ଓମଫେଡ କ୍ଷୀରର ଦର ବୃଦ୍ଧି ଏବଂ ଗୋ-ଖାଦ୍ୟ ଦର ବଢ଼ିବାର ପ୍ରଭାବ ଏବେ ଛେନା ଓ ପନିର ଉପରେ ପଡ଼ିଛି। ଏହି ଦୁଗ୍ଧଜାତ ଦ୍ରବ୍ୟର ମୂଲ୍ୟ ପୁଣି ଥରେ ବୃଦ୍ଧି କରିବାକୁ ରାଜଧାନୀ ଦୁଗ୍ଧଜାତ ବ୍ୟବସାୟୀ ସୁରକ୍ଷା ଟ୍ରଷ୍ଟ ପକ୍ଷରୁ…

ଓଡ଼ିଶାରେ ଗଢ଼ାଯିବ ସ୍ୱତନ୍ତ୍ର ଆଣ୍ଟି-ଟେରର ସ୍କ୍ୱାଡ୍‌

ଭୁବନେଶ୍ୱର: ଏଣିକି ଅଦାଲତ, ବିମାନବନ୍ଦରରକୁ ବୋମାରେ ଉଡ଼େଇଦେବା ଧମକ ଶୁଣି ଆଉ ଡରିବନି ଓଡ଼ିଶା ପୁଲିସ । ସହରାଞ୍ଚଳରେ ଆତଙ୍କୀ ହମ୍‌ଲାକୁ ମୁକାବିଲା ପାଇଁ ଗଢ଼ାଯିବ ସ୍ୱତନ୍ତ୍ର ଆଣ୍ଟି-ଟେରର ସ୍କ୍ୱାଡ୍‌(ଏଟିଏସ୍‌) । ଓଡ଼ିଶାରେ ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ଏବଂ ଆତଙ୍କବାଦୀ…

ରାଜ୍ୟର ୪ଟି ସ୍ଥାନରେ ନୂଆ କଲେଜଖୋଲିବ ଓୟୁଏଟି

ଭୁବନେଶ୍ୱର : ରାଜ୍ୟରେ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଗଢ଼ା ଯାଇଥିବା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଦିନକୁ ଦିନ କଳେବର ବୃଦ୍ଧି କରି ଚାଲିଛି । ଅଧିକରୁ ଅଧିକ ଚାଷୀଙ୍କୁ ସାହାଯ୍ୟ କରିବାକୁ ବ୍ଲୁ ପ୍ରିଣ୍ଟ୍…

୩.୦୨ କୋଟି ହେରଫେର, ୨ ପୂର୍ବତନ ଅଧିକାରୀ ଗିରଫ

ଭୁବନେଶ୍ଵର : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ୍‌ରେ ବଡ଼ ଧରଣର ସରକାରୀ ଅର୍ଥ ହେରଫେର ମାମଲାର ପର୍ଦ୍ଦାଫାସ କରିଛି ଓଡ଼ିଶା ଭିଜିଲାନ୍ସ। ପ୍ରାୟ ୩ କୋଟି ୨ ଲକ୍ଷ ୯୫ ହଜାର ଟଙ୍କା ସରକାରୀ ଅର୍ଥ ହେରଫେର ଅଭିଯୋଗରେ ତିର୍ତ୍ତୋଲ ବ୍ଲକ୍‌ର…

ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ ପରେ ଚିଫ ଓ୍ବାର୍ଡେନ, ଦୁଇ ଜଣ ଡେପୁଟି ଚିଫ ଓ୍ବାର୍ଡେନ ଓ ସଵୁ ହଷ୍ଟେଲର…

ବର୍ଷା: ମୟୂରଭଞ୍ଜ ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା: ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ ପ୍ରକାରର ବିଦ୍ୟାଳୟ ବନ୍ଦ ରହିବ । ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ତରଫରୁ…

ଆଜି ବନକ ଲାଗି ନୀତି; ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଗୁରୁବାର ଶ୍ରାବଣ ମାସ ଶୁକ୍ଳ ପକ୍ଷ ପ୍ରତିପଦ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି…

ଖୁବ୍‌ଶୀଘ୍ର ଓଡ଼ିଶା ପୁଲିସରେ ଗଠନ କରାଯିବ ୩ ସ୍ୱତନ୍ତ୍ର ନୂତନ ବିଭାଗ

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ଅପରାଧ ନିୟନ୍ତ୍ରଣକୁ ବ୍ୟାପକ କରିବା ପାଇଁ ଓଡ଼ିଶା ପୁଲିସରେ ଏକ ବଡ଼ଧରଣର ସଂସ୍କାର ଅଣାଯାଇଛି। ଖୁବ୍‌ଶୀଘ୍ର ଓଡ଼ିଶା ପୁଲିସରେ ୩ଟି ସ୍ୱତନ୍ତ୍ର ନୂତନ ବିଭାଗ ଗଠନ କରାଯିବ। ଏ ସଂପର୍କରେ…