୨୦୩୦ ସୁଦ୍ଧା ଗୁଣାତ୍ମକ ବିଦ୍ୟୁତ ସେବା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଆଗାମୀ ଦିନରେ ହେବାକୁ ଥିବା ଶକ୍ତି ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ବର୍ତ୍ତମାନ ରାଜ୍ୟରେ ୨୧୦ଟି ଗ୍ରୀଡ୍ ସବ୍ଷ୍ଟେସନ୍…










