Month: August 2026

ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ କାମ କରନ୍ତି ନାହିଁ। କିନ୍ତୁ ଯେଉଁମାନେ ଚୁପ୍ ରହି…

ବନ୍ଦେ ଭାରତ ଟ୍ରେନରେ ଗଲା ଜୀବନ୍ତ ମାନବ ହୃତପିଣ୍ଡ

ଅହମ୍ମଦାବାଦ: ପ୍ରଥମ ଥର ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଏକ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ କରାଯାଇଛି । ଅଙ୍ଗ ପ୍ରତିରୋପଣ ଏବଂ ଜରୁରୀକାଳୀନ ଚିକିତ୍ସା କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିବା ସହ…

ଯୁବକଙ୍କ ଗଳାକାଟି ହତ୍ୟା ଉଦ୍ୟମ

ନାକଟିଦେଉଳ :ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଅନ୍ତର୍ଗତ ଜଗନ୍ନାଥ ପ୍ରସାଦ ଗ୍ରାମରେ ଜଣେ ଯୁବକର ଗଳାକାଟି ହତ୍ୟା ଉଦ୍ୟମ କରାଯାଇଥିବା ଜଣାପଡିଛି l ଗୁରୁତର ଆହତ ଯୁବକ ଜଣଙ୍କ ସରାପାଲି ପଂଚାୟତ ମାରୱାଡିମୁଣ୍ଡା ଗ୍ରାମର ଟୁନା ମାହାର, ଆନୁମାନିକ ବୟସ ୩୦ବର୍ଷ…

ପ୍ରେମିକଙ୍କ ମୃତ୍ୟୁ ଖବର ପାଇ ଜୀବନ ହାରିଲେ ପ୍ରେମିକା

ଉଦଳା: ପ୍ରେମିକଙ୍କ ମୃତ୍ୟୁ ଖବର ପାଇ ଜୀବନ ହାରି ଦେଲେ ପ୍ରେମିକା। ଘଟଣାଟି ଘଟିଛି ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଡିମଗଡ଼ିଆ ଗାଁରେ। ମୃତ ଯୁବତୀଙ୍କ ନାଁ ଦେବୀ ସିଂ। ଦୀର୍ଘ ବର୍ଷ ହେଲା ଅନୁଗୋଳ ଜିଲ୍ଲା ନାଲକୋ ଅଞ୍ଚଳର ପିଣ୍ଟୁଙ୍କୁ…

ହୋଟେଲରୁ ଖସିପଡ଼ି ଯୁବକ ମୃତ

ପୁରୀ : ପୁରୀ ବଳିଆପଣ୍ଡା ଥାନା ଅଞ୍ଚଳରେ ଥିବା ଏକ ହୋଟେଲରୁ ଖସିପଡ଼ି ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣେ ଡ୍ରାଇଭର। ତାଙ୍କ ଅର୍ଜୁନ କିଶାନ। ସୁନ୍ଦରଗଡ଼ର ଏକ ଘରୋଇ କମ୍ପାନୀର ୪ ଜଣ କର୍ମଚାରୀଙ୍କ…

୪ରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଭିମୁଖେ କେଜ୍‌ରିଓ୍ବାଲଙ୍କ ପଦଯାତ୍ରା

ନୂଆଦିଲ୍ଲୀ: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଶନିବାର ଦାବି…

ପେରୁରେ ପ୍ଲେନ୍ କ୍ରାସ୍‌, ୧୩ ମୃତ

ନୂଆଦିଲ୍ଲୀ: ଭୟଙ୍କର ବିମାନ ଦୁର୍ଘଟଣା । ମଝି ଆକାଶରୁ ଖସି ପଡିଲା ପ୍ଲେନ୍ । ହୁତୁ ହୁତ ହୋଇ ଜଳିଲା । ଚାଲିଗଲା ୧୩ ଜୀବନ । ପେରୁର ଦକ୍ଷଣ ଅଞ୍ଚଳ ନାଜକା ସହରରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ହୋଇଛି…

ଭୂମିକମ୍ପ ଝଟ୍‌କାରେ ଥରିଲା ଦିଲ୍ଲୀ

ନୂଆଦିଲ୍ଲୀ: ଆଜି ସକାଳୁ ରାଜଧାନୀ ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଭୋର ୪ଟା ୧୪ ମିନିଟ୍ ସମୟରେ ଏହି ଭୂମିକମ୍ପ ହୋଇଛି । ରିକ୍ଟର…

ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟା ପରିସ୍ଥିତିର ପରିଚାଳନା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି । ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ପରେ ମୁଖ୍ୟମନ୍ତ୍ରୀ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ…