ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ
ଲାଞ୍ଜିଗଡ଼: କଳାହାଣ୍ଡିଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅଧୀନରେ ଥିବା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି।ଗତ ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି।ଏହାକୁ ନେଇ…










