ଆହୁରି ଭବ୍ୟ ହେବ ‘ମହୋଦଧି ଆରତୀ’,ପୁରୀ ବେଳାଭୂମି ହେବ ‘ଆଧ୍ୟାତ୍ମିକ ବେଳାଭୂମି’ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀର ଆଧ୍ୟାତ୍ମିକ ଗରିମାକୁ ବଢ଼ାଇବା ସହ…










