ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ
ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତତ୍କାଳୀନ ରୋଷେୟା ତଥା ଅନ୍ୟତମ ଅଭିଯୁକ୍ତ ମନ୍ମଥ କୁମ୍ଭଙ୍କୁ ବୁଧବାର ଗିରଫ କରାଯାଇଛି। ଜାମିନ ବିହୀନ ଗିରଫ ପରୱାନା (NBW) ଆଧାରରେ ମନ୍ମଥ କୁମ୍ଭଙ୍କୁ ଗିରଫ କରିଛି ପାରଳାଖେମୁଣ୍ଡି ପୁଲିସ।…










