ମାଥିଲି ବ୍ଲକ୍ର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
ମାଲକାନଗିରି: ମାଲକାନଗିରି ଜିଲ୍ଲାର ମାଥିଲି ବ୍ଲକ୍ରେ କାର୍ଯ୍ୟରତ ତଥା DRDA, ମାଲକାନଗିରିକୁ ସଂଲଗ୍ନ ଥିବା ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ଶିଶିର କୁମାର ଦାଶଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ତାଙ୍କୁ ଆଜି ବ୍ରହ୍ମପୁର…










