Month: September 2026

କେନ୍ଦ୍ରୀୟ ଜଳ ଶକ୍ତି ସମିଟ୍‌: ଓଡ଼ିଶାର ଜଳ ଭିତ୍ତିଭୂମି ଓ ଜଳସେଚନ ସଫଳତା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ ଭୁବନେଶ୍ୱର : ଓଡ଼ିଶାର ଅର୍ଥନୀତି କୃଷି ପ୍ରଧାନ ହୋଇଥିବାରୁ ଜଳ ସୁରକ୍ଷା ଓ ସିଞ୍ଚନର ବିକାଶକୁ ଆମ ସରକାର ସବୁଠାରୁ ଅଧିକ ପ୍ରାଥମିକତା ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ୫୪,୦୦୦ କୋଟି ଟଙ୍କାର ଜଳ…

ଆମେରିକା ଓ ଇରାନ ମଧ୍ୟରେ ସଂଘର୍ଷ ବୃଦ୍ଧି

ୱାଶିଂଟନ/ତେହରାନ: ମଧ୍ୟପ୍ରାଚ୍ୟରେ ପୁଣି ଥରେ ଆମେରିକା ଓ ଇରାନ ମଧ୍ୟରେ ସଂଘର୍ଷ ବୃଦ୍ଧି ପାଇବାରେ ଲାଗିଛି। ଇରାନର ଦକ୍ଷିଣରେ ଥିବା ହର୍ମୋଜଗାନ୍ ପ୍ରଦେଶରେ ଏକ ବିବାହ ଉତ୍ସବ ଚାଲିଥିବା ସମୟରେ ଆମେରିକାର କ୍ଷେପଣାସ୍ତ୍ର ଆକ୍ରମଣରେ ୫ଜଣଙ୍କର ମୃତ୍ୟୁ ଏବଂ ୫୦ରୁ ଅଧିକ…

ବିସିଆଇ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳକୁ ନେଇ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ବାର୍ କାଉନ୍‌ସିଲ୍ ଅଫ୍ ଇଣ୍ଡିଆ (ବିସିଆଇ)ର ଅଧ୍ୟକ୍ଷ ମନନ କୁମାର ମିଶ୍ରଙ୍କ ୫ ବର୍ଷିଆ କାର୍ଯ୍ୟକାଳକୁ ନେଇ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। ଏହାସହ ନୂତନ ବିସିଆଇ ଗଠନ ନହେବା ପର୍ଯ୍ୟନ୍ତ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନୀତିଗତ ନିଷ୍ପତ୍ତିରେ ଆଟର୍ଣ୍ଣି ଜେନେରାଲ୍…

କୃଷକ, ଶିକ୍ଷକଙ୍କ ବିରୋଧରେ ଥିବା ମାମଲା ପ୍ରତ୍ୟାହାର ହେବ : ବିଜୟ

ଚେନ୍ନଇ : ତାମିଲନାଡୁରେ ଡିଏମ୍‌​‌େ​‌କ ଶାସନକାଳରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆନ୍ଦୋଳନ କରିଥିବା କୃଷକ ଓ ଶିକ୍ଷକଙ୍କ ଉପରେ ସରକାର ମାମଲା ରୁଜୁ କରିଥିଲେ। ତେବେ କୃଷକ ଓ ଶିକ୍ଷକଙ୍କ ଉପରେ ଥିବା ମାମଲା ପ୍ରତ୍ୟାହାର କରାଯିବ ବୋଲି ବୁଧବାର ବିଧାନସଭାରେ…

୭.୮% ଜିଡିପିକୁ ନେଇ ବିରୋଧୀ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ : ଚଳିତ ଆର୍ଥିକ ବର୍ଷର ପ୍ରଥମ ତିନିମାସରେ ଭାରତର ଜିଡିପି ଅଭିବୃଦ୍ଧି ୭.୮% ରହିବା ନେଇ ବିରୋଧୀ ଦଳ ଓ ପୂର୍ବତନ ଅର୍ଥ ସଚିବ ସୁଭାଷ ଚନ୍ଦ୍ର ଗର୍ଗଙ୍କ ପ୍ରଶ୍ନ ଉଠାଇଛନ୍ତି। ବିରୋଧୀଙ୍କ ଏପରି ପ୍ରଶ୍ନ ପରେ କେନ୍ଦ୍ର ସରକାର…

ଗଛରୁ ନଡ଼ିଆ ପଡ଼ି ୫ମ ଶ୍ରେଣୀ ଛାତ୍ର ମୃତ

ବାରିପଦା: ବାରିପଦା ମଧୁବନ ଅଂଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ନଡ଼ିଆ ଗଛରୁ ନଡ଼ିଆ ପଡ଼ି ଜଣେ ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ହେଲେ ଅଜୟ ପାତ୍ରଙ୍କ ପୁଅ ବାଦଲ(୧୧) । ମଙ୍ଗଳବାର…

ସୁବର୍ଣ୍ଣରେଖାରେ ବନ୍ୟା

ଭୁବନେଶ୍ବର : ମୟୂରଭଞ୍ଜ ଏବଂ ଝାଡ଼ଖଣ୍ଡରେ ଅତି ପ୍ରବଳ ବର୍ଷା ପାଇଁ ସୁବର୍ଣ୍ଣରେଖାରେ ବନ୍ୟା ଆସିଛି। ଜାମଶୋଳାଘାଟ ଏବଂ ରାଜଘାଟରେ ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ପ୍ରବାହିତ ହେଉଛି। ବନ୍ୟାରେ ବାଲିଆପାଳ ବ୍ଲକର ୯ଟି ପଞ୍ଚାୟତର ୧୨୦ରୁ ଅଧିକ ଗାଁ ପ୍ରଭାବିତ…

ଓଟିଇଟି ଫଳ ପ୍ରକାଶ; ପାସ୍‌ହାର ୬୪.୪୮%

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ବୁଧବାର ପ୍ରକାଶ ପାଇଛି। ଚଳିତ ବର୍ଷ ୫୩,୩୧୪ଜଣ କୃତକାର୍ଯ୍ୟ ହୋଇଛନ୍ତି। ପାସ୍‌ହାର ୬୪.୪୮% ରହିଛି। ବୋର୍ଡ ୱେବ୍‌ସାଇଟ୍‌ (www.bseodisha.nic.inରେ ଫଳ ଉପଲବ୍ଧ…

ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ଟ୍ରେନର ଶୁଭାରମ୍ଭ

ଭୁବନେଶ୍ୱର: ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରାର ଶୁଭାରମ୍ଭ। ଭୁବନେଶ୍ୱର ପଟିଆସ୍ଥିତ ନ୍ୟୁ ରେଳ ଷ୍ଟେସନରୁ ବାରଣାସୀ ଓ ଅଯୋଧ୍ୟା ଅଭିମୁଖେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ। ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଖୋର୍ଦ୍ଧା…

ଷ୍ଟେସନ ନିକଟରୁ ଝୁଲନ୍ତା ମୃତଦେହ ଉଦ୍ଧାର

ପୁରୀ :ପୁରୀ ରେଳଷ୍ଟେସନ ନିକଟରୁ ଝୁଲନ୍ତା ମୃତଦେହ ଉଦ୍ଧାର। ଦୁର୍ଗା ମଣ୍ଡପ ପଛପଟ ଛାତରେ ଲୁହା ରେଲିଂରେ ଝୁଲୁଥିବା ଅବସ୍ଥାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ ହୋଇଛି। ମୃତକଙ୍କ ପରିଚୟ ଏଯାଏଁ ସ୍ପଷ୍ଟ ହୋଇନାହିଁ। ଗତକାଲି ରାତିରୁ ମୃତଦେହଟି ସେଠାରେ…