କମିଲା PUCC ଫାଇନ୍
ଭୁବନେଶ୍ୱର: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର ଟଙ୍କାର ମୋଟା ଜରିମାନା କମିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ଘୋଷଣା…
ଭୁବନେଶ୍ୱର: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର ଟଙ୍କାର ମୋଟା ଜରିମାନା କମିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ଘୋଷଣା…
କାଠମାଣ୍ଡୁ:ନେପାଳରେ ଭୟାବହ ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ମୃତ୍ୟୁସଂଖ୍ୟା ୧ ହଜାର ପାର୍ କରିଛି। ନେପାଳରେ ୯୮୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପଡ଼ୋଶୀ ଚୀନ୍ରେ ମଧ୍ୟ ୧୬ ଜଣଙ୍କ ମୃତ୍ୟୁ ସୂଚନା ମିଳିଛି। ଫଳରେ ଦୁଇ ଦେଶରେ ମୋଟ ମୃତ୍ୟୁସଂଖ୍ୟା…
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ଗତ ଜୁଲାଇ ମାସରେ ହୋଇଥିବା ଦେଶବ୍ୟାପୀ ଆନ୍ଦୋଳନରେ ପୁଲିସ ଅନେକ ଛାତ୍ରଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିଲା । ଏହି ସମସ୍ତ ମାମଲା ଖାରଜ କରିବାକୁ ମଙ୍ଗଳବାର ମାନ୍ୟବର ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ…
ନୂଆଦିଲ୍ଲୀ:ଚିନିର କଳାବଜାରୀ ଓ ଅତ୍ୟଧିକ ମହଜୁଦକୁ ରୋକିବା ପାଇଁ କେନ୍ଦ୍ର ସରକାର କଡ଼ା ପଦକ୍ଷେପ ନେଇଛନ୍ତି। ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ଅଧିକ ଚିନି ମହଜୁଦ ରଖିପାରିବେ ନାହିଁ। ସେପ୍ଟେମ୍ବର ୧୫ରୁ ଏହି ନୂଆ ନିୟମ ଲାଗୁ ହେବ।…
‘ଆବଶ୍ୟକ ନ ଥିଲେ ସୁନା କିଣନା । ବିଦେଶ ଯାଇ ବାହାଘର ଭୋଜିଭାତ ଆୟୋଜନ କରି ଅଧିକ ଖର୍ଚ୍ଚ କରନା । ବିଦେଶ ଭ୍ରମଣରେ ନ ଯାଇ ଦେଶରେ ଥିବା ବିଭିନ୍ନ ଦର୍ଶନୀୟ ସ୍ଥାନ ବୁଲ । ସ୍ୱଦେଶୀ ସାମଗ୍ରୀ କିଣି…
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଝିଆରୀ ବ୍ରିଷ୍ଟି ମୁଖାର୍ଜୀ(୨୮) ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି । ବ୍ରିଷ୍ଟି ପୂର୍ବରୁ ଭୋଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନନ୍ ଟିଚିଂ ଷ୍ଟାଫ୍ ଭାବେ କାମ କରୁଥିଲେ । ତେବେ ଟଙ୍କା ଦେଇ ଚାକିରି କିଣା…
କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟିର ସଭାପତି ଚିରାଗ ପାଶୱାନଙ୍କୁ ହତ୍ୟା ଧମକ ମିଳିଛି । ଡାକ ଯୋଗେ କେହି ଜଣେ ଚିଠି ଲେଖି ଏହି ହତ୍ୟା ଧମକ ଦେଇଛି । ଏହି ବେନାମୀ ଚିଠିରେ ସିଧା…
ଭୁବନେଶ୍ୱର: ସାମ୍ବାଦିକମାନଙ୍କ ପାଇଁ ରାଜ୍ୟରେ ଚାଲୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତ ଯୋଜନାରେ ମିଶିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରହିବେ। ଏନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।ଯେଉଁ ସାମ୍ବାଦିକମାନେ ନୂଆକରି ଏହି…
ବ୍ରହ୍ମପୁର:ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ତଥା ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା । ମଙ୍ଗଳବାର ସନ୍ଧ୍ୟାରେ ସେ ବ୍ରହ୍ମପୁର ମଣ୍ଡଳ କାରାଗାରରୁ ବାହାରିଛନ୍ତି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ସେ…
ଦେବଗଡ଼ :୨୦୨୪-୨୦୨୫ ଆର୍ଥିକ ବର୍ଷରେ ଚାଷୀମାନଙ୍କୁ ରିହାତି ମୂଲ୍ୟରେ ସାର ପ୍ରଦାନ ପାଇଁ ଦିଆଯାଇଥିବା ଅର୍ଥ ହେରଫେର ଅଭିଯୋଗରେ ଦେବଗଡ଼ ଜିଲା କଲ୍ଲା ପ୍ରାଥମିକ କୃଷି ସମବାୟ ସମିତିର ତତ୍କାଳୀନ ସମ୍ପାଦକ ଶ୍ରୀପତି ପ୍ରଧାନଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି…