Month: October 2026

ଦଶହରାଯାଏ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ବୁଧବାର ସକାଳୁ ଦୁର୍ବଳ ହୋଇଯାଇଛି। ଘୂର୍ଣ୍ଣିବଳୟଟି ୧୩ ତାରିଖରେ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲାବେଳେ ତାହା ଦୁର୍ବଳ ହୋଇଯାଇଛି। ସେହିପରି ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ମୁସ୍କାନ ସାହିଲଙ୍କୁ ଫାଶୀ ଦଣ୍ଡାଦେଶ

ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ବ୍ଲୁ ଡ୍ରମ୍ ହତ୍ୟା ଘଟଣାରେ ବଡ ଖବର ସାମ୍ନାକୁ ଆସିଛି। ମେରଠରେ ବ୍ଲୁ ଡ୍ରମ୍ ହତ୍ୟା ମାମଲାରେ ମୁସ୍କାନ ରସ୍ତୋଗୀ ଏବଂ ତାଙ୍କ ପ୍ରେମିକ ସାହିଲ ଶୁକ୍ଲାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ବ୍ଲୁ ଡ୍ରମ୍ ସୌରଭ ହତ୍ୟା…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼

ସିଙ୍ଗାପୁର: ହର୍ମୁଜ ପ୍ରଣାଳୀ ଦେଇ ଯାତ୍ରା କରୁଥିବା ସିଙ୍ଗାପୁରର ୨ଟି ପଣ୍ୟବାହୀ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ ହୋଇଛି। ଜିଏଫଏସ୍‌ ପ୍ରାଇଡ୍‌ ନାମକ ଏକ ପଣ୍ୟବାହୀ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ ହେବା ଫଳରେ ତାହା ସମୁଦ୍ରରେ ବୁଡ଼ି ଯାଇଥିଲା। ତେବେ…

ବିରୋଧୀମାନେ ରାଜନୀତିରେ, ଆମ ସରକାର ଓଡ଼ିଶାର ବିକାଶରେ ବ୍ୟସ୍ତ:ମୁଖ୍ୟମନ୍ତ୍ରୀ

ଯାଜପୁର : ରାଜ୍ୟରେ ଦ୍ୱିତୀୟ ଶିଳ୍ପ ବିପ୍ଲବର ସ୍ୱର୍ଣ୍ଣିମ ଅଧ୍ୟାୟ ଆରମ୍ଭ ହୋଇଛି। ଦୁଇ ବର୍ଷରୁ କମ୍ ସମୟ ମଧ୍ୟରେ ୧୫୧ଟି ପ୍ରକଳ୍ପର ଭୂମି ପୂଜନ କିମ୍ବା ଉଦ୍‌ଘାଟନ କରାଯାଇଛି। ଏଥିରେ ୩ ଲକ୍ଷ ୧୧ ହଜାର କୋଟିରୁ ଅଧିକ ପୁଞ୍ଜିନିବେଶ…

ଛାତ୍ର ସଂସଦ ଭୋଟ ଗ୍ରହଣ

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ପାଇଁ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ଗୁଡ଼ିକରେ ଆଜି ସକାଳ ୮ଟାରୁ କ୍ୟାମ୍ପସଗୁଡ଼ିକରେ ଭୋଟ୍‌ ଗ୍ରହଣ ହେଉଛି। ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଭୋଟ୍‌ ଗ୍ରହଣ ପରେ ଗଣତି ହେବା ସହ ଫଳାଫଳ ଘୋଷଣା କରାଯିବ। କ୍ୟାମ୍ପସଗୁଡ଼ିକରେ ସୁରକ୍ଷା…

୧୯ ଓ ୨୦ରେ ଏମ୍‌ସ ଓପିଡି ବନ୍ଦ

ଭୁବନେଶ୍ୱର : ‘ମହାନବମୀ’ ଓ ‘ଦଶହରା’ ଅବସରରେ ଆସନ୍ତା ୧୯ ଏବଂ ୨୦ ତାରିଖରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ) ଡାକ୍ତରଖାନାରେ ବହିର୍ବିଭାଗ (ଓପିଡି) ସେବା ବନ୍ଦ ରହିବ। ଏ ନେଇ ଭୁବନେଶ୍ୱର ଏମ୍‌ସର ମେଡିକାଲ ଅଧୀକ୍ଷକଙ୍କ ପକ୍ଷରୁ…

୧୮ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ କେନ୍ଦ୍ରଠାରୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ସହ ମିଆଁମାର ଓ ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ଏକ ନିମ୍ନଚାପରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର…

ଷ୍ଟିଅରିଂ ପଛରେ ଶୁଭଲକ୍ଷ୍ମୀ: ନୂଆ ପଥ ଦେଖାଉଛନ୍ତି ଓଡ଼ିଶାର ପ୍ରଥମ ମହିଳା ଇଲେକ୍ଟ୍ରିକ୍ ବସ୍ ଚାଳକ

ଭୁବନେଶ୍ୱର: ପ୍ରତିଦିନ ସକାଳେ କେନ୍ଦୁଝରର ରାସ୍ତାରେ ଗଡ଼ିଥାଏ ଏକ ଇଲେକ୍ଟ୍ରିକ୍ ବସ୍। ଯାତ୍ରୀଙ୍କୁ ନିଜ ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ପାଇଁ ଆଗକୁ ବଢ଼ୁଥିବା ଏହି ବସ୍‌ର ଷ୍ଟିଅରିଂ ଧରିଥାନ୍ତି ଶୁଭଲକ୍ଷ୍ମୀ ମହାନନ୍ଦ। ଯାତ୍ରୀଙ୍କ ପାଇଁ ଏହା ହୁଏତ ଦୈନନ୍ଦିନ ଯାତାୟାତର ଏକ…

ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…