ଫର୍ମ-୬ରୁ ଅତିରିକ୍ତ ଘୋଷଣାନାମା ହଟାଇଲେ ଭାରତ ନିର୍ବାଚନ ଆୟୋଗ
ଭୁବନେଶ୍ୱର: ରାଜ୍ୟରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)-୨୦୨୬ ପ୍ରକ୍ରିୟା ସମାପ୍ତ ହୋଇଥିବା ପରିପ୍ରେକ୍ଷୀରେ, ବର୍ତ୍ତମାନର ଭୋଟର ତାଲିକାରେ ନାମ ନଥିବା ଯୋଗ୍ୟ ନାଗରିକମାନଙ୍କୁ ଭୋଟର ତାଲିକାରେ ନାମ ସାମିଲ କରାଇବାର ସୁଯୋଗ ଅବ୍ୟାହତ ରହିଛି। ଏଥିପାଇଁ ଯୋଗ୍ୟ ନାଗରିକମାନେ ପୂର୍ବଭଳି ଫର୍ମ-୬…










