Month: October 2026

ହାଇଜାକ୍ ଆଲର୍ଟ: ଏୟାର ଇଣ୍ଡିଆ ବିମାନର ଜରୁରୀକାଳୀନ ଅବତରଣ

ରାଜସ୍ଥାନ: ଜୟପୁର ବିମାନବନ୍ଦରରେ ବଡ଼ଧରଣର ବିମାନ ହାଇଜାକ୍ ଆଲର୍ଟ । ଯାହା ପରେ କିଛି ସମୟ ପାଇଁ ବିମାନରେ ଆତଙ୍କ ଖେଳିଯାଇଥିଲା । ଜର୍ମାନୀର ଫ୍ରାଙ୍କଫର୍ଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଫ୍ଲାଇଟ୍ (AI-2030)କୁ ଜୟପୁରରେ ସୁରକ୍ଷିତ ଭାବେ ଜରୁରୀକାଳୀନ ଅବତରଣ…

ବାଣୀବିହାର କ୍ୟାମ୍ପସରେ ଚେୟାର ଫିଙ୍ଗାଫିଙ୍ଗି ଓ ଭଙ୍ଗାରୁଜା

ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଉତ୍ତେଜନା। ହ୍ୱାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପୂର୍ବରୁ ମୁହାଁମୁହିଁ ହୋଇଛନ୍ତି ABVP ଓ BCJD ପ୍ରାର୍ଥୀ। କ୍ୟାମ୍ପସ ଅଡିଟୋରିୟମରେ ଚେୟାର ଫିଙ୍ଗାଫିଙ୍ଗି ଓ ଭଙ୍ଗାରୁଜାକୁ ନେଇ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଛି। ସ୍ଥିତି ନିୟନ୍ତ୍ରଣ ପାଇଁ…

ଖୁବଶୀଘ୍ର ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ

ଭୁବନେଶ୍ୱର:ଖୁବଶୀଘ୍ର ଓଡ଼ିଆ ଆସି ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ। ନୂଆ ନିଯୁକ୍ତି ମିଳିବା ପରେ ପ୍ରଥମ ଥର ଗଣମାଧ୍ୟମକୁ ପ୍ରତିକ୍ରିୟାରେ ସେ କହିଛନ୍ତି, ସମନ୍ବୟ ରକ୍ଷା କରି କାମ କରିବେ। ଲୋକଙ୍କ ସେବା କରିବେ। ପରିସ୍ଥିତି…

ଜାନୁଆରୀ ୧୨ରୁ ବରଗଡ଼ ଧନୁଯାତ୍ରା

​​​​​​ବରଗଡ: ୨୦୨୭ ଜାନୁଆରୀ ୧୨ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । କଂସଙ୍କ ଶାସନରେ କମ୍ପିବ ମଥୁରା ନଗରୀ। ଧନୁଯାତ୍ରା ମହୋତ୍ସବ ସମିତି ତଥା ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି…

ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ, ୪୬ ପ୍ରକଳ୍ପର କରିବେ ଶୁଭାରମ୍ଭ

ଯାଜପୁର : ଆଜି ଯାଜପୁର ଜିଲ୍ଲାର କଳିଙ୍ଗନଗର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କଳିଙ୍ଗନଗରରେ ୧୪ଟି ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ୩୯ହଜାର ୩୮୨କୋଟି ଟଙ୍କାର ୪୬ଟି ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।…

ଆଜି ‘ହ୍ବାଇ ଆଇ ଷ୍ଟାଣ୍ଡ ଫର୍ ମିଟିଂ, ୧୫ରେ ଭୋଟ୍

ଭୁବନେଶ୍ୱର, : ସରିଲା ନିର୍ବାଚନୀ ପ୍ରଚାର । ବୁଧବାର ହେବ ‘ମୁଁ କାହିଁକି ପ୍ରାର୍ଥୀ ହୋଇଛି’ ବୈଠକ । ଗୁରୁବାର ଭୋଟ ତଥା ମତଦାନ । ମଙ୍ଗଳବାର କ୍ୟାମ୍ପେନ୍‌ର ଶେଷ ଦିନରେ ବିଭିନ୍ନ ସଂଗଠନର ପ୍ରାର୍ଥୀମାନେ ନିଜ ସମର୍ଥକଙ୍କ ସହ ହାଇଭୋଲ୍‌ଟେଜ୍‌…

ଫ୍ଲାଏଓଭର୍‌ ପାଇଁ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଦେବଗଡ଼: ଦେବଗଡ଼ ଜିଲ୍ଲାରେ ସଡ଼କ ଭିତ୍ତିଭୂମିର ବିକାଶ ଓ ସୁରକ୍ଷା ନେଇ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କୁ ସାଂସଦଙ୍କ ଚିଠି । ସମ୍ବଲପୁର ଲୋକସଭା ମଣ୍ଡଳୀ ଅନ୍ତର୍ଗତ ଦେବଗଡ଼ ଜିଲ୍ଲା ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥରେ ବୃଦ୍ଧି ପାଉଥିବା…

ବିନା ହିଂସାରେ ନିର୍ବାଚନ ସାରିବାକୁ ମନ୍ତ୍ରୀଙ୍କ ଅପିଲ୍

ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ନେଇ ସରିଲା ପ୍ରଚାର । ଆଜି ହ୍ଵାଏ ଆଇ ଷ୍ଟାଣ୍ଡ ଫର ମିଟିଂ । ଆସନ୍ତାକାଲି ବଛା ହେବେ ଛାତ୍ର ନେତା । ଛାତ୍ର ସଂସଦ ନିର୍ବାଚନ ନେଇ ଅପିଲ୍ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…

ବାଣୀବିହାରରେ ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର

ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର। ମୁହାଁମୁହିଁ ହେଲେ ଦୁଇ ବିପକ୍ଷ। ସଭାରେ ଉଡି଼ଲା ଚେୟାର… ସୃଷ୍ଟିହେଲା ରକ୍ତାକ୍ତ ପରିସ୍ଥିତି। ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଉତ୍ତେଜନା। ଏବିଭିପି ଓ ବିସିଜେଡି ପ୍ରାର୍ଥୀ ମୁହାଁମୁହିଁ । ବାଣୀବିହାର କ୍ୟାମ୍ପସରେ ସଭା…

ତିହାର ଜେଲ୍ ଗଲେ ସିଜେପି ନେତା ସୌରଭ ଦାସ ଓ ଆଶୁତୋଷ ରାଙ୍କା

ତିହାର ଜେଲ୍ ଗଲେ କକ୍ରୋଚ ଜନତା ପାର୍ଟି (CJP) ନେତା ସୌରଭ ଦାସ ଓ ଆଶୁତୋଷ ରାଙ୍କା। ଶାନ୍ତି ମୁଚାଲିକାର ଅବମାନନା ଓ ଧାର୍ଯ୍ୟ ବିକ୍ଷୋଭସ୍ଥଳ ମାନ୍ୟତାରୁ ବାଦ୍ ପଡ଼ିଥିବା ଯନ୍ତରମନ୍ତରରେ ବିନା ଅନୁମତିରେ ପ୍ରବେଶ କରି ବିକ୍ଷୋଭ ପ୍ରଦର୍ଶନ କରିବା…