ଆନ୍ଦୋଳନ ଛାଡି କାର୍ଯ୍ୟରେ ଯୋଗ ନଦେଲେ ଆନ୍ଦୋଳନରତ ଡାକ୍ତରଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ
ଭୁବନେଶ୍ବର : ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର ଚେତାବନୀ ଦେଇଛନ୍ତି। ଆନ୍ଦୋଳନ ଛାଡି କାର୍ଯ୍ୟରେ ଯୋଗ ଦେବାକୁ ଚେତାବନୀ ଦେଇଛନ୍ତି। କାର୍ଯ୍ୟରେ ଯୋଗ ନ ଦେଲେ ଆନ୍ଦୋଳନରତ ଡାକ୍ତରଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ…










