Author: jagrata orissa

ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଖୁବଶୀଘ୍ର ଯୋଗାଇ ଦିଆଯିବ: ଗଣଶିକ୍ଷା ସଚିବ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ଏନ୍. ଥିରୁମାଲା ନାୟକ ସ୍ପଷ୍ଟ କରିଛନ୍ତି। ପାଠ୍ୟପୁସ୍ତକରେ ଚିହ୍ନଟ ହୋଇଥିବା…

ବହିରେ ତ୍ରୁଟି: ୧୨ ଘଣ୍ଟିଆ ନବରଙ୍ଗପୁର ଜିଲ୍ଲା ବନ୍ଦ ଡାକରା

ନବରଙ୍ଗପୁର : ୧୨ ଘଣ୍ଟିଆ ନବରଙ୍ଗପୁର ଜିଲ୍ଲା ବନ୍ଦ ଡାକରା। ପ୍ରଥମରୁ ଅଷ୍ଟମ ଶ୍ରେଣୀ ବହିରେ ତ୍ରୁଟି ପ୍ରତିବାଦରେ ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ନବରଙ୍ଗପୁର ବନ୍ଦ ଡାକରା ଦେଇଛି ଜିଲ୍ଲା କଂଗ୍ରେସ। ବର୍ଷା ଯୋଗୁଁ ଘଣ୍ଟାଏ ବିଳମ୍ବରେ ବନ୍ଦ…

ପୀତବାସ ହତ୍ୟା ମାମଲା: ହତ୍ୟା ଦଫାରୁ ‘ବିକ୍ରମ’ ବାଦ

ବ୍ରହ୍ମପୁର: ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲାରେ ବଡ଼ ଟ୍ବିଷ୍ଟ। ହତ୍ୟା ଦଫାରୁ ବାଦ ପଡ଼ିଲେ ବିକ୍ରମ ପଣ୍ଡା। ଚୂଡ଼ାନ୍ତ ଚାର୍ଜସିଟରେ ୧୪ ଅଭିଯୁକ୍ତଙ୍କ ବିରୋଧରେ ହତ୍ୟା ଦଫାକୁ ବାଦ ଦିଆଯାଇଛି। ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ମୁଖ୍ୟ ଷଡ଼ଯନ୍ତ୍ରକାରୀ…

କଳାବ୍ୟାଚ ପିନ୍ଧିଲେ ଡାକ୍ତର, ୧୦ ଦଫା ଦାବି ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର: ଡାକ୍ତର ଦିବସରେ କଳାବ୍ୟାଚ ପିନ୍ଧିଲେ ଡାକ୍ତର। ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏସନ୍-OMSA ପକ୍ଷରୁ ଧାରଣା। କଳାବ୍ୟାଜ୍ ପିନ୍ଧି କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି ଡାକ୍ତର। OMSA ପକ୍ଷରୁ ୧୦ ଦଫା ଦାବି ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ ଚାଲିଛି।କେନ୍ଦ୍ରୀୟ ବେତନ ଗଠନ…

ଶସ୍ତା ହେଲା ପେଟ୍ରୋଲ ଏବଂ ଡିଜେଲ୍

ନୂଆଦିଲ୍ଲୀ: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ ଏଭଳି ବଡ଼ ହ୍ରାସ ଦେଖିବାକୁ ମିଳିଛି। ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ…

ଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ ଜୁଆଙ୍ଗ ଯୁବତୀ। ମୃତ ଯୁବତୀ କେନ୍ଦୁଝର ଜିଲାର ଅଞ୍ଜନା ଜୁଆଙ୍ଗ ବୋଲି ସୂଚନା…

ମୁଖ୍ୟସଚିବଙ୍କ ପ୍ରମୁଖ ବ୍ୟକ୍ତିଗତ ସଚିବ ସୁରେଶ ଚନ୍ଦ୍ର କରଙ୍କୁ ଅବସର ସମ୍ବର୍ଦ୍ଧନା

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବଙ୍କ ପ୍ରମୁଖ ବ୍ୟକ୍ତିଗତ ସଚିବ ସୁରେଶ ଚନ୍ଦ୍ର କରଙ୍କୁ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ତରଫରୁ ଏକ ଅବସରକାଳୀନ ସମ୍ବର୍ଦ୍ଧନା ଲୋକସେବା ଭବନ ଦ୍ଵିତୀୟ ମହଲାସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ ପାଇଁ…

ବିଏମସିର 42 ତମ କର୍ପୋରେସନ ବୈଠକ: ବଡ ବଡ ଡ୍ରେନରେ ଲାଗିବ ସେନସର୍

ଭୁବନେଶ୍ୱର:ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି)ର 42 ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଜିର ବୈଠକରେ ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, ବିଏମ୍ ସି କମିଶନର ଶ୍ରୀ…

ବିଏମସିରୁ ଅବସର ଗ୍ରହଣ କଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସରୋଜ ମହାପାତ୍ର

ଭୁବନେଶ୍ୱର:ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି)ରୁ ଅବସର ନେଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସରୋଜ କୁମାର ମହାପାତ୍ର । ଦୀର୍ଘ 36 ବର୍ଷ କର୍ମମୟ ଜୀବନର ସର୍ବାଧିକ କାଳ ବିଏମ୍ ସିରେ କାର୍ଯ୍ୟକରି ସେ ଅବସର ଗ୍ରହଣ କରିଛନ୍ତି । ଜଣେ ଅମାୟିକ, ଭଦ୍ର…

ଲଘୁଚାପ କ୍ଷେତ୍ର: ୬ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେରେ…