ହୀରାକୁଦ: ଖୋଲିଲା ଆଉ ୪ ଗେଟ୍
ସମ୍ବଲପୁର: ଉପର ମୁଣ୍ଡରେ ବର୍ଷା ପାଇଁ ବଢ଼ିଲା ଜଳସ୍ତର । ଖୋଲିଲା ହୀରାକୁଦର ଆଉ ୪ ଗେଟ୍ । ଏବେ ମୋଟ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଓ…
ସମ୍ବଲପୁର: ଉପର ମୁଣ୍ଡରେ ବର୍ଷା ପାଇଁ ବଢ଼ିଲା ଜଳସ୍ତର । ଖୋଲିଲା ହୀରାକୁଦର ଆଉ ୪ ଗେଟ୍ । ଏବେ ମୋଟ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଓ…
ପୁରୀ: ଆଜି ଶ୍ରୀମନ୍ଦିରରେ ଚକ୍ରବୁଲା ତଥା ଚକ୍ରନାରାୟଣ ଏକାଦଶୀ ନୀତି ଅନୁଷ୍ଠିତ ହେବ । ପ୍ରଭୁ ଚକ୍ରନାରାୟଣ ବିମାନରେ ଅଧିଷ୍ଠିତ ହୋଇ ନଗର ପରିକ୍ରମା କରିବେ । ଚକ୍ରନାରାୟଣ ହେଉଛନ୍ତି ମହାପ୍ରଭୁଙ୍କ ସୁଦର୍ଶନ ଚକ୍ର । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ…
ନୂଆଦିଲ୍ଲୀ: ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ସହ ଫୋନରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତକାଲି(ଶନିବାର) ବିଳମ୍ବିତ ରାତିରେ ଉଭୟଙ୍କ ମଧ୍ୟରେ ଫୋନରେ ଆଲୋଚନା ହୋଇଥିବା ନେଇ ସୋସିଆଲ ମିଡିଆ Xରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଭୁବନେଶ୍ବର: ଦକ୍ଷିଣ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଗତକାଲି (ଶନିବାର) ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଗାମୀ 4-5 ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ…
ଭୁବନେଶ୍ୱର,: କେନ୍ଦ୍ର ସରକାରଙ୍କ ନିଶା ମୁକ୍ତ ଭାରତ ଅଭିଯାନ ଅଧୀନରେ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଗତ ୬ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ଯୁକ୍ତ ଦୁଇ ମହାବିଦ୍ୟାଳୟର ପରିସରରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।…
ଭୁବନେଶ୍ୱର,: ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍ଏନ୍ସି) କ୍ୟାମ୍ପସ୍-୧ର ଶିଶୁ ସ୍ୱାସ୍ଥ୍ୟ ନର୍ସିଂ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ସ୍ତନ୍ୟପାନ ସପ୍ତାହ ୨୦୨୬ ପରିପ୍ରେକ୍ଷୀରେ ଅଗଷ୍ଟ ୬ ଓ ୭ ତାରିଖ ଦୁଇ ଦିନ ଧରି…
ଶଙ୍ଖ ଭବନରେ ପାଳିତ ହେବ ବିଶ୍ୱ ଆଦିବାସୀ ଦିବସ ଯୋଗଦେବେ ନବୀନ ପଟ୍ଟନାୟକ ଭୁବନେଶ୍ୱର,: ବିଶ୍ୱ ଆଦିବାସୀ ଦିବସ ଓ ମହାନ କ୍ରାନ୍ତି ଦିବସ ବିଜୁ ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ଅଗଷ୍ଟ ୯ ତାରିଖରେ ରବିବାର ଦିନ ପାଳିତ…
ଭୁବନେଶ୍ୱର: କଂଗ୍ରେସ ଭବନଠାରେ ବିଭିନ୍ନ ଜିଲ୍ଲାରେ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ବିପନ୍ନଙ୍କ ପାଇଁ କଂଗ୍ରେସର ମହା ରିଲିଫ କାର୍ଯ୍ୟକ୍ରମ କଂଗ୍ରେସ ଭବନଠାରେ ଶୁଭାରମ୍ଭ ହୋଇଛି lପ୍ରଥମ ପର୍ଯାୟରେ ଖାଦ୍ୟ ପ୍ୟାକେଟ ବୋଝେଇ ଟ୍ରକଗୁଡିକୁ ଓପିସିସି ସଭାପତି ଭକ୍ତ ଚରଣ ଦାସ ଓଡିଶା…
ଭୁବନେଶ୍ୱର: ଆଇନ ବ୍ୟବସ୍ଥାରେ ସଂସ୍କାର ଆଣିବା ସହ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ଦିଗରେ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି । ଏହି କାର୍ଯ୍ୟକ୍ରମକୁ ଆଗେଇ ନେବା ସହ ଜିଲ୍ଲା ଅଦାଲତଗୁଡ଼ିକରେ ଥିବା ଦେୱାନୀ ମାମଲାର ପ୍ରଭାବଶାଳୀ ପରିଚାଳନା ଏବଂ ସରକାରୀ…
ଭୁବନେଶ୍ୱର: ଚଳିତ ବର୍ଷ ଖରିଫ ଧାନ ପଞ୍ଜିକରଣ ଗତ ୬ ତାରିଖରୁ ଆରମ୍ଭ ହୋଇଛି । ଏହି ଅବଧି ଆସନ୍ତା ୩୧ ତାରିଖ ପର୍ୟ୍ୟନ୍ତ ରହିଛି । ତେବେ ଖରିଫ ଧାନ ପଞ୍ଜିକରଣରେ ବିଭିନ୍ନ ସମସ୍ୟା କଥା ଉଠାଇ ସରକାରଙ୍କୁ ଟାର୍ଗେଟ…