Author: jagrata orissa

୧୨,୫୭୨ ଭୋଟର ଅଯୋଗ୍ୟ ଘୋଷିତ

ଭୁବନେଶ୍ବର : ରାଜ୍ୟରେ ଭୋଟର୍‌ ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ପ୍ରକ୍ରିୟା ଚାଲିଛି। ତ୍ରୁଟି ପାଇଁ ମୋଟ ୫୮ଲକ୍ଷ ୩୬ହଜାର ୪୩୦ଜଣ ଭୋଟରଙ୍କ ନାମରେ ନୋଟିସ୍‌ ଜାରି ହୋଇଛି। ସେଥିମଧ୍ୟରୁ ୫୭ଲକ୍ଷ ୭୭ହଜାର ୫୬୫ଜଣ ଭୋଟରଙ୍କୁ ସଫଳତାର ସହ ନୋଟିସ୍‌ ପ୍ରଦାନ…

ଅଗ୍ନି-୪ର ସଫଳ ପରୀକ୍ଷା

ବାଲେଶ୍ବର/ଧାମରା : ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂସ୍ଥାନ (ଡିଆର୍‌ଡିଓ) ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ମଧ୍ୟମ ଦୂରଗାମୀ କ୍ଷେପଣାସ୍ତ୍ର ଅଗ୍ନି-୪ର ସଫଳ ପରୀକ୍ଷା ହୋଇଛି। ଭଦ୍ରକ ଜିଲା ଧାମରା ନିକଟ ଅବଦୁଲ କଲାମ ଦ୍ବୀପର ଏକୀକୃତ ପରୀକ୍ଷଣ କେନ୍ଦ୍ର (ଆଇଟିଆର)ର…

ଆଶାରାମ ବାପୁଙ୍କୁ ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ ଅନ୍ତରୀଣ ଜାମିନ ଦେବାକୁ ମନା କରିଦେଇଛନ୍ତି। ୮୫ ବର୍ଷୀୟ ବୃଦ୍ଧ ସ୍ବାସ୍ଥ୍ୟଗତ ସମସ୍ୟା…

ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର:ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରସଙ୍ଗ ଓ ରେଭେନସା ବିବାଦକୁ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଡାକରା ପରେ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ପହଞ୍ଚିଛନ୍ତି । ସୂଚନା ଅନୁସାରେ, ପାଠ୍ୟପୁସ୍ତକରେ ଜାତୀୟ ସଙ୍ଗୀତ…

ଚିଲିକାରୁ ବେଆଇନ ଘେରୀ ଉଚ୍ଛେଦ

ଚିଲିକାରୁ ବେଆଇନ ଘେରୀ ମୁକ୍ତ ଅଭିଯାନ। ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ କୃଷ୍ଣପ୍ରସାଦ ତହସିଲ ଅଧିନ ଚିଲିକାରୁ ଘେରୀ ଉଚ୍ଛେଦ ଆରମ୍ଭ ହୋଇଛି । ଜିଲ୍ଲା ପ୍ରଶାସନ ସହଯୋଗରେ ବେଆଇନ ଘେରୀ ଉଚ୍ଛେଦ ଆରମ୍ଭ ହୋଇଛି। ବଜ୍ରକୋଟ ରାଜସ୍ବ ସର୍କଲ ଅଧୀନ…

ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

୫୫.୬୯ ଲକ୍ଷ ଟଙ୍କା ଠକେଇ: ପୂର୍ବତନ ଜେଇ, ଏମ୍‌ଇ ଓ ଠିକାଦାର ଗିରଫ

ପାରଳାଖେମୁଣ୍ଡି: ଗଜପତିଜିଲ୍ଲା ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧ ପୁନରୁଦ୍ଧାର କାର୍ଯ୍ୟରେ ଦୁର୍ନୀତି ମାମଲାରେ ବ୍ରହ୍ମପୁର ଭିଜିଲାନ୍ସ ଗୁରୁବାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ସରକାରୀ ପାଣ୍ଠିରୁ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ପୂର୍ବତନ କନିଷ୍ଠ ଯନ୍ତ୍ରୀ…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଭୁବନେଶ୍ୱରରେ ଆୟୋଜିତ ୧୩ତମ BRICS ଶିକ୍ଷାମନ୍ତ୍ରୀ ସମ୍ମିଳନୀରେ ସେ ଯୋଗଦେବେ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଏହା ତାଙ୍କର…

ଫାଇଲ ଗାୟବ ଘଟଣା: ଏଯାଏଁ କ୍ରାଇମବ୍ରାଞ୍ଚକୁ ମିଳିନାହିଁ ମଗାଯାଇଥିବା ତଥ୍ୟ

କନ୍ଧମାଳ ଦଙ୍ଗା ତଦନ୍ତ କମିଶନର ଫାଇଲ ହଜିବା ଘଟଣାରେ ଏଯାଏଁ କ୍ରାଇମବ୍ରାଞ୍ଚକୁ ମିଳିନାହିଁ ମଗାଯାଇଥିବା ତଥ୍ୟ। ଫାଇଲ ଗାୟବ ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ CMO, ମୁଖ୍ୟ ସଚିବ ଓ ଗୃହ ବିଭାଗକୁ ତଥ୍ୟ ଦେବା ପାଇଁ ଚିଠି କରାଯାଇଥିଲା।…