Author: jagrata orissa

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର: ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ ଆଉ ୯୧ଟି ସ୍ବତନ୍ତ୍ର କ୍ୟାନ୍‌ସର ଚିକିତ୍ସା ପ୍ୟାକେଜକୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ…

୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଡାକ୍ତରୀ ସିଟ୍‌ ସଂଖ୍ୟା ବୃଦ୍ଧିକୁ ଗୁରୁତ୍ୱ ଦେଉଛନ୍ତି। ଗତ ୨ ବର୍ଷରେ…

ଅଧ୍ୟାପକଙ୍କୁ ବିଧାୟକଙ୍କ ଅସଦଚାରଣ, ନିନ୍ଦା କଲା ବିଜେଡି

ଭୁବନେଶ୍ବର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକଙ୍କୁ କଟକ ସଦରର ବିଜେପି ବିଧାୟକ ପ୍ରକାଶ ସେଠୀ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଘଟଣାକୁ କଡ଼ା ଭାଷାରେ ନିନ୍ଦା କରିଛି ବିଜେଡି । ବିଜେପି ସରକାରରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ରାଜନୈତିକ ହସ୍ତକ୍ଷେପ ବୃଦ୍ଧି ପାଉଛି…

ବିନା ଦୋଷରେ 22 ବର୍ଷ ଜେଲ: ତଦନ୍ତକୁ ଭର୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବିନା ଦୋଷରେ ଜେଲରେ କଟିଲା 22 ବର୍ଷ । କେବଳ ସନ୍ଦେହ ଆଧାରରେ, ବିନା କୌଣସି ବିଶ୍ବସନୀୟ ପ୍ରମାଣରେ ଜେଲରେ 22 ବର୍ଷ କାଟିଥିବା ଓଡ଼ିଶାର ଜଣେ ବ୍ୟକ୍ତିଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ସୁପ୍ରିମକୋର୍ଟ । ବ୍ୟକ୍ତି ଜଣକ ହେଉଛନ୍ତି…

ଆସନ୍ତାକାଲିଠୁ ଗଡ଼ିବ ପୁରୀ-ସୋଲାପୁର ସ୍ପେଶାଲ ଏକ୍ସପ୍ରେସ ଟ୍ରେନ

ଭୁବନେଶ୍ବର: ଓଡ଼ିଶାରୁ ମହାରାଷ୍ଟ୍ର ଯାଉଥିବା ଟ୍ରେନଯାତ୍ରୀଙ୍କ ପାଇଁ ଖୁସି ଖବର । ଆସନ୍ତାକାଲି(ଅଗଷ୍ଟ 7)ରୁ ଗଡ଼ିବ ପୁରୀ-ସୋଲାପୁର ଜଙ୍କସନ ସ୍ପେଶାଲ ଏକ୍ସପ୍ରେସ । ଓଡ଼ିଶାରୁ ମହାରାଷ୍ଟ୍ର ଅଭିମୁଖେ ବଢ଼ୁଥିବା ଯାତ୍ରୀଙ୍କ ଚାହିଦାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ପକ୍ଷରୁ ଏହି ନିଷ୍ପତ୍ତି…

କ୍ଷମା ମାଗିଲେ ଜୁକରବର୍ଗ

ନୂଆଦିଲ୍ଲୀ: ମେଟାର ସିଇଓ ମାର୍କ ଜୁକରବର୍ଗ ଡିପଫେକ୍ କଣ୍ଟେଣ୍ଟ ସମ୍ପର୍କରେ ସରକାରଙ୍କୁ କ୍ଷମା ପ୍ରାର୍ଥନା କରିଛନ୍ତି। ସେ CSAM (ଶିଶୁ ଯୌନ ନିର୍ଯାତନା ସାମଗ୍ରୀ), ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମର କାର୍ଯ୍ୟକ୍ଷମ ତ୍ରୁଟି ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସରକାର ସ୍ପଷ୍ଟ…

୧୭ରେ ହୋଇପାରେ ସଂସଦର ସ୍ବତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ : ସଂସଦର ମୌସୁମି ଅଧିବେଶନରେ ଅଚଳାବସ୍ଥା ଲାଗି ରହିଥିବାବେଳେ ସରକାର ଅଗଷ୍ଟ ୧୭ରେ ଏକ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଯୋଜନା କରୁଛନ୍ତି। ସୀମା ପୁନଃନିର୍ଦ୍ଧାରଣ ବିଲ୍ ଓ ମହିଳା ସଂରକ୍ଷଣ ସଂଶୋଧନ ବିଲ୍‌କୁ ଗୃହୀତ କରାଇବା ଲକ୍ଷ୍ୟରେ ସରକାର ସ୍ବତନ୍ତ୍ର…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଜାଲ୍‌ ଦସ୍ତଖତରେ ନିଯୁକ୍ତିପତ୍ର

ପୁରୀ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଜାଲ୍ ଦସ୍ତଖତ ଥାଇ ଦିଆଯାଇଥିବା ଏକ ନକଲି ନିଯୁକ୍ତିପତ୍ର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ହସ୍ତଗତ ହୋଇଛି। ସେଥିରେ ଜଣେ ବ୍ୟକ୍ତିଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ସ୍କ୍ବାଡ୍‌ରେ ନିଯୁକ୍ତି ଦିଆଯାଇଛି। ତେବେ…

୭ରୁ ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ ରୋଡ୍‌ ଶୋ’

ଭୁବନେଶ୍ବର: ଚଳିତ ମାସ ୭ ଓ ୮ତାରିଖରେ ନୂଆଦିଲ୍ଲୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଏହି ଅବସରରେ ଅଗ୍ରଣୀ ଶିଳ୍ପସଂସ୍ଥା, ଏମ୍‌ଏସ୍‌ଏମ୍‌ଇ, ଆଗାମୀ ଦିନର ବ୍ୟବସାୟୀ, ବାଣିଜ୍ୟ ସଂଘର…

ରାଜ୍ୟସ୍ତରୀୟ ପରେଡ୍‌ରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ମହାତ୍ମା ଗାନ୍ଧୀ ମାର୍ଗଠାରେ ସକାଳ ୯ଟାରେ ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିବେ।…