Author: jagrata orissa

ଆଜି ଦିଲ୍ଲୀ ଫେରିଯିବେ

ଭୁବନେଶ୍ବର: ବ୍ରହ୍ମପୁରରୁ ଆସି ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବ୍ରହ୍ମପୁରରୁ ସ୍ୱତନ୍ତ୍ର ଟ୍ରେନ୍ ରେ ଭୁବନେଶ୍ୱର ଫେରିଛନ୍ତି ରାଷ୍ଟ୍ରପତି। ବ୍ରହ୍ମପୁରରୁ ସ୍ବତନ୍ତ୍ର ଟ୍ରେନରେ ଭୁବନେଶ୍ବର ଫେରିବା ପରେ ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ୩ ଦିନିଆ ଓଡ଼ିଶା…

ଗଞ୍ଜାମ ଗସ୍ତ ଶେଷ କରି ସ୍ବତନ୍ତ୍ର ଟ୍ରେନ ଯୋଗେ ଭୁବନେଶ୍ୱର ଫେରିଲେ ରାଷ୍ଟ୍ରପତି

ବ୍ରହ୍ମପୁର: ଦୁଇ ଦିନିଆ ଗଞ୍ଜାମ ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାର୍ଯ୍ୟକ୍ରମ ଶେଷ କରି ଆଜି ସକାଳ ସାଢ଼େ 10ଟା ସମୟରେ ବ୍ରହ୍ମପୁର ରେଲୱେ ଷ୍ଟେସନର 4 ନମ୍ବର ପ୍ଳାର୍ଟଫର୍ମରୁ ସ୍ବତନ୍ତ୍ର ଟ୍ରେନ ଯୋଗେ ଭୁବନେଶ୍ୱର ଫେରିଛନ୍ତି । ଭୁବନେଶ୍ୱରରେ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ, ‘କାର୍ଯ୍ୟାନୁଷ୍ଠାନ ନିଆଯିବ’

ପୁରୀ: ପୁଣି ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ । ଶ୍ରୀମନ୍ଦିର ଭିତର ବେଢ଼ାରୁ ନୀଳଚକ୍ର ପତିତପାବନ ବାନା ପରିବର୍ତ୍ତନ ସମୟର ଭିଡିଓ କରି ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ଭାଇରାଲ କରାଯାଇଛି । କୁର୍ତ୍ତିକା_କ୍ରେପ ୨୦୧୭ ନାମକ ଆଇଡିରୁ ଭିଡିଓ ଭାଇରାଲ କରାଯାଇଛି…

ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

ପିଆଜ ଦର ବୃଦ୍ଧି

କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ…

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଭୁବନେଶ୍ୱର: ସାଇବର ଅପରାଧର ସଠିକ ମୁକାବିଲା, ଡିଜିଟାଲ ଫରେନ୍ସିକ୍ସରେ ଦକ୍ଷତା ବୃଦ୍ଧି ଏବଂ ବୈଜ୍ଞାନିକ ତଦନ୍ତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସର ସିଆଇଡି–କ୍ରାଇମବ୍ରାଞ୍ଚ ଏବଂ ରାଷ୍ଟ୍ରୀୟ ଫରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ (NFSU), ଭୁବନେଶ୍ୱର ମଧ୍ୟରେ ଆଜି ଏକ…

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ ସକାଳେ ଲୋକ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମାନ୍ୟବର ରାଷ୍ଟ୍ରପତିଙ୍କୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ…

ନିଟ୍‌-ୟୁଜି ଓଏମ୍‌ଆର ସିଟ୍‌ରେ ତ୍ରୁଟି ; ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ ୬ ପରୀକ୍ଷାର୍ଥୀ

ନୂଆଦିଲ୍ଲୀ : ନିଟ୍‌-ୟୁଜି ୨୦୨୬ ପରୀକ୍ଷାର ଓଏମ୍‌ଆର୍ ସିଟ୍‌ରେ ବ୍ୟାପକ ତ୍ରୁଟି ଥିବା ଅଭିଯୋଗ କରି ୬ ଜଣ ପରୀକ୍ଷାର୍ଥୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆସନ୍ତା କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ଏହି ମାମଲାର ଜରୁରୀ ଶୁଣାଣି ପାଇଁ ଆବେଦନକାରୀମାନେ…