Author: jagrata orissa

ସ୍ନାନବେଦୀରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ : ସ୍ନାନବେଦୀରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓଡ଼ିଶାକୁ ସମୃଦ୍ଧ କରିବା ସହ ସାରା ଜଗତର କଲ୍ୟାଣ ପାଇଁ ମହାପ୍ରଭୁଙ୍କ ନିକଟରେ କଲେ ପ୍ରାର୍ଥନା। ଠାକୁରଙ୍କୁ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ…

୨ରେ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ମୌସୁମି ସମସ୍ତ ଜିଲାକୁ ଛୁଇଁଥିଲେ ମଧ୍ୟ ସେଭଳି ବର୍ଷା ଦେଖିବାକୁ ମିଳୁନାହିଁ। ତେବେ ବିଭିନ୍ନ ପାଣିପାଗ ମଡ଼େଲକୁ ଅନୁଧ୍ୟାନ କରିବା ପରେ ଆସନ୍ତା ଜୁଲାଇ ୨ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ଏବଂ ଏହାର ପ୍ରଭାବରେ…

ମୋଦୀଙ୍କୁ ସେସଲ୍ସର ସ୍ୱତନ୍ତ୍ର ରାଷ୍ଟ୍ରପତି ସମ୍ମାନ ; ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’

ଭିକ୍ଟୋରିଆ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେସଲ୍ସର ସ୍ୱତନ୍ତ୍ର ରାଷ୍ଟ୍ରପତି ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ରେ ସମ୍ମାନିତ ହୋଇଛନ୍ତି। ସେସଲ୍ସ ରାଷ୍ଟ୍ରପତି ପାଟ୍ରିକ୍ ହାର୍ମିନି ରବିବାର ଏକ ସ୍ୱତନ୍ତ୍ର ଉତ୍ସବରେ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ସବୁଜ…

ଆଜି ପୁରୀ ସହରରେ ସ୍କୁଲ୍‌ ଛୁଟି

ପୁରୀ :ପୁରୀ ମହାନଗର ନିଗମରେ ଆଜି ସବୁ ସ୍କୁଲ୍‌ ବନ୍ଦ ରହିବ। ଦେବସ୍ନାନ ପୂର୍ଣ୍ଣିମା ଭିଡ଼କୁ ଦେଖି ସବୁ ସ୍କୁଲ ବନ୍ଦ ରଖିବାକୁ ହୋଇଛି ନିଷ୍ପତ୍ତି। ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲ୍ଲା ଶିକ୍ଷାଧିକାରୀଙ୍କ…

୧୦୮ ଗରା ପବିତ୍ର ଜଳରେ ସ୍ନାନ କରିବେ ଶ୍ରୀଜିଉ

ପୁରୀ: ଆଜି ସ୍ନାନପୂର୍ଣ୍ଣିମା। ରତ୍ନ ମଣ୍ଡପରୁ ସ୍ନାନ ମଣ୍ଡପକୁ ଓହ୍ଲାଇ ଆସୁଛନ୍ତି ଚତୁର୍ଦ୍ଧା ମୂରତି। ଭୋର୍ ୫ଟାରୁ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ ନୀତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ଦେବୀ ସୁଭଦ୍ରା, ବଡ ଠାକୁର ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ଶେଷରେ…

ପ୍ରବଳ ବର୍ଷା: ୧୫ ରାଜ୍ୟକୁ ରେଡ୍ ଆଲର୍ଟ

ଦେଶରେ ମୌସୁମୀ ଆସିବା ପରେ ଅନେକ ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଅରୁଣାଚଳ ପ୍ରଦେଶ ଓ ଆସାମ ସହ ଅନେକ ରାଜ୍ୟରେ ଭାରୀ ବର୍ଷା ହେଉଛି। ଦିଲ୍ଲୀରେ କେଉଁଠି ପ୍ରଚଣ୍ଡ ଗରମ ଯୋଗୁଁ ଲୋକେ ସନ୍ତୁଳି ହେଉଛନ୍ତି ତ ପୁଣି ଉତ୍ତର…