ଖୋଲିଲା ମା’ ମଝିଘରିଆଣୀ ମନ୍ଦିରର ହୁଣ୍ଡି
ରାୟଗଡା: ଖୋଲିଲା ରାୟଗଡ଼ାର ଅଧିଷ୍ଠାତ୍ରୀଦେବୀ ମା’ ମଝିଘରିଆଣୀଙ୍କ ହୁଣ୍ଡି। ୫ ମାସ ପରେ ମନ୍ଦିରର ୯ଟି ଦାନ ହୁଣ୍ଡି ଖେଲାଯାଇ ଆରମ୍ଭ ହେଲା ଗଣତି। ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୁଲିସ ର କଡ଼ା ସୁରକ୍ଷାରେ ହୁଣ୍ଡି ଟଙ୍କା ଗଣୁଛନ୍ତି ମନ୍ଦିର କର୍ତ୍ତୃପକ୍ଷ।…









