ବଜ୍ରାଘାତରେ ୨ ମୃତ, ୩ ଆହତ
ଯାଜପୁର :ଯାଜପୁର ବଡଚଣାରେ ଅଘଟଣ। ବଜ୍ରାଘାତରେ ୨ ମୃତ, ୩ ଆହତ । ମୃତକ ହେଲେ ବଡଚଣା ଥାନା ଚଣ୍ଡିତଳ ପଞ୍ଚାୟତର ଚନ୍ଦନ ମଲିକ ଓ ବନ୍ଦାଳ ପଞ୍ଚାୟତର ଜଗା ତିରିଆ। ବିଲରେ ଚାଷ କାମ କରୁଥିବା ବେଳେ ଘଟିଛି ଅଘଟଣ।…
ଯାଜପୁର :ଯାଜପୁର ବଡଚଣାରେ ଅଘଟଣ। ବଜ୍ରାଘାତରେ ୨ ମୃତ, ୩ ଆହତ । ମୃତକ ହେଲେ ବଡଚଣା ଥାନା ଚଣ୍ଡିତଳ ପଞ୍ଚାୟତର ଚନ୍ଦନ ମଲିକ ଓ ବନ୍ଦାଳ ପଞ୍ଚାୟତର ଜଗା ତିରିଆ। ବିଲରେ ଚାଷ କାମ କରୁଥିବା ବେଳେ ଘଟିଛି ଅଘଟଣ।…
ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଶାଳୀନ ମନ୍ତବ୍ୟ ମହଙ୍ଗା ପଡିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନାମରେ ଅଶ୍ଳୀଳ ଓ ଆପତ୍ତିଜନକ ପୋଷ୍ଟ କରି ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଇଚ୍ଛାପୁର ଗାଁର ସୁଶାନ୍ତ କୁମାର…
ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିବେ । ସୋମବାର ଅପରାହ୍ଣରେ କଟକସ୍ଥିତ ଜଗତ୍ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦ୍ଘାଟନ କରିବେ । ୪ ତାରିଖରେ ଭୁବନେଶ୍ୱର ରେଳଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ବ୍ରହ୍ମପୁର ଯିବେ…
ଭୁବନେଶ୍ୱର: ଆଜି ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର । ଏଣେ ଏକାମ୍ରକ୍ଷେତ୍ର ଶ୍ରୀଲିଙ୍ଗରାଜ ମନ୍ଦିରରେ ଗମ୍ଭୀର ନୀତି ବିଭ୍ରାଟ ଦେଖାଦେଇଛି। ଶ୍ରାବଣ ପାଉଣା ବଣ୍ଟନକୁ ନେଇ ବ୍ରାହ୍ମଣ ଓ ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିବାରୁ ଗତକାଲି ସନ୍ଧ୍ୟାରୁ…
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ପାତ୍ରପଡ଼ା ସ୍ଥିତ ଏକ ତୁଳା କମ୍ପାନୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । କମ୍ପାନୀ ପରିସରରେ ହଠାତ୍ ନିଆଁ ଲାଗିଯିବା ଫଳରେ ସମଗ୍ର ଅଞ୍ଚଳରେ ଆତଙ୍କର ପରିବେଶ ସୃଷ୍ଟି ହୋଇଛି । ତୁଳା ଭଳି ଜ୍ୱଳନଶୀଳ ସାମଗ୍ରୀ ଥିବାରୁ…
ଗୁଣୁପୁର : ରାୟଗଡା ଜିଲ୍ଲା ପଦ୍ମପୁର ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ଖମ୍ଭରିଗୁଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖମ୍ବାରିଗୁଡା ଗ୍ରାମର ଜଗା ଶବର (ପ୍ରାୟ…
କେନ୍ଦ୍ରାପଡ଼ା : ପୁଣି କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ । ମହିଳାଙ୍କୁ ଟାଣିନେଲା କୁମ୍ଭୀର । ପଟ୍ଟାମୁଣ୍ଡାଇ ବ୍ଲକର ଦାମୋଦର ପାଟଣା ଗାଁରେ ଘଟିଛି ଅଭାବନୀୟ ଘଟଣା । ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି ଜଣେ ମହିଳା…
ଭୁବନେଶ୍ଵର : ଦିବ୍ୟାଙ୍ଗଙ୍କ ପାଇଁ ବଡ଼ ଖବର, ବଦଳିଲା ଗାଇଡଲାଇନ୍। ବାର୍ଷିକ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଥିବା ପରିବାରର ଦିବ୍ୟାଙ୍ଗଙ୍କୁ ମିଳିବ ମାଗଣା ଉପକରଣ ଓ ଶିକ୍ଷାବୃତ୍ତି। ପୂର୍ବରୁ ୨ ଲକ୍ଷ ୪୦ ହଜାର ଆୟ ଥିବା ପରିବାରଙ୍କୁ ଯୋଜନାର…
ରାଉରକେଲା: ରାଉରକେଲାର ରଘୁନାଥପାଲି ଥାନା ଅନ୍ତର୍ଗତ ସିଭିଲଟାଉନସିପ୍ ସ୍ଥିତ ଏକ ଘରେ ଚାଲିଥିଲା ସେକ୍ସ ରାକେଟ । ରବିବାର ସନ୍ଧ୍ୟାରେ ସେହି ଘରେ ପୁଲିସ୍ ଚଢ଼ଉ କରି ୨ ଯୁବତୀଙ୍କୁ ଉଦ୍ଧାର କରିଥିବା ବେଳେ ୩ ଜଣ ଯୁବକଙ୍କୁ ଥାନାରେ ଅଟକ…