Author: jagrata orissa

ବନ୍ୟା କ୍ଷୟକ୍ଷତି ଆକଳନ ଆରମ୍ଭ; ସମ୍ପୂର୍ଣ୍ଣ ଘର ଭାଙ୍ଗିଥିଲେ ମିଳିବ ଲକ୍ଷେ ୨୦ ହଜାର ଟଙ୍କା

ଭୁବନେଶ୍ବର,: ସୋମବାରଠାରୁ ବନ୍ୟା କ୍ଷୟକ୍ଷତି ଆକଳନ ଆରମ୍ଭ । ରାଜସ୍ବ ଏବଂ କୃଷି ବିଭାଗର ଅଧିକାରୀ ମାନେ ବନ୍ୟାରେ ହୋଇଥିବା କ୍ଷୟକ୍ଷତି ଆକଳନ କରୁଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ ।…

ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

ମହାନଦୀ ସହ ଅନ୍ୟ ନଦୀରେ ନାହିଁ ବନ୍ୟା ଆଶଙ୍କା: ଦିଲ୍ଲୀପ ରାଉତ

ଭୁବନେଶ୍ୱର: ଆଉ ବନ୍ୟା ଆଶଙ୍କା ନାହିଁ। ମହାନଦୀ ସହ ଅନ୍ୟ ନଦୀ ମାନଙ୍କରେ ବନ୍ୟା ଆଶଙ୍କା ଟଳିଛି । ସ୍ଥିତି ସମୀକ୍ଷା କରି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ । ଏହା ସହିତ କେଉଁ କାରଣ ପାଇଁ…

‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ

ଭୁବନେଶ୍ୱର:‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଶ୍ରୀମତୀ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ ହୋଇଛନ୍ତି । ଦେଶର ସର୍ବୋଚ୍ଚ ମତ୍ସ୍ୟଜୀବୀ ସମବାୟ ସଂଘର ପ୍ରଥମ ମହିଳା ଭାବେ ଉପାଧ୍ୟକ୍ଷ ପଦ ଅଳଙ୍କୃତ କରି ଭାରତର ସମବାୟ ଆନ୍ଦୋଳନରେ ସେ ଇତିହାସ ସୃଷ୍ଟି କରିଛନ୍ତି…

ନିଶା କାରବାର ବିରୋଧରେ ‘ଜିରୋ ଟଲେରାନ୍ସ’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: “ନିଶାକୁ ନାଁ, ଯୁବ ପ୍ରଗତିକୁ ହଁ” – ଏହି ନାରା ସହ ରାଜ୍ୟରୁ ନିଶା କାରବାରକୁ ସମୂଳେ ବିନାଶ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନସାଧାରଣଙ୍କ ସହଯୋଗ ଲୋଡ଼ିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ…

ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ କାମ କରନ୍ତି ନାହିଁ। କିନ୍ତୁ ଯେଉଁମାନେ ଚୁପ୍ ରହି…

ବନ୍ଦେ ଭାରତ ଟ୍ରେନରେ ଗଲା ଜୀବନ୍ତ ମାନବ ହୃତପିଣ୍ଡ

ଅହମ୍ମଦାବାଦ: ପ୍ରଥମ ଥର ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଏକ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ କରାଯାଇଛି । ଅଙ୍ଗ ପ୍ରତିରୋପଣ ଏବଂ ଜରୁରୀକାଳୀନ ଚିକିତ୍ସା କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିବା ସହ…