Author: jagrata orissa

ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

୨୦୩୦ ସୁଦ୍ଧା ଗୁଣାତ୍ମକ ବିଦ୍ୟୁତ ସେବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଆଗାମୀ ଦିନରେ ହେବାକୁ ଥିବା ଶକ୍ତି ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ବର୍ତ୍ତମାନ ରାଜ୍ୟରେ ୨୧୦ଟି ଗ୍ରୀଡ୍‌ ସବ୍‌ଷ୍ଟେସନ୍…

କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

ବଡ଼ ଖବର: ୧୮ ଯାଏ ଡିଜିପି ନିଷ୍ପତ୍ତି ମନା

ଭୁବନେଶ୍ୱର: ଓଡ଼ିଶା ଡିଜିପି ନିଯୁକ୍ତି ପ୍ରସଙ୍ଗରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଆସନ୍ତା ୧୮ ତାରିଖ ଯାଏ ଏନେଇ କୌଣସି ନିଷ୍ପତ୍ତି ନିଆଯାଇପାରିବ ନାହିଁ । ଏନେଇ ଗୁରୁବାର ସୁପ୍ରିମକୋର୍ଟ ନିଦେ୍ର୍ଧଶ ଦେଇଛନ୍ତି । ସୁପ୍ରିମକୋର୍ଟଙ୍କ…

ଓଡ଼ିଶାରେ ପୋଲିସ ଡିଜି ନିଯୁକ୍ତି; ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଓଡ଼ିଶାରେ ପୋଲିସ ଡିଜି ନିଯୁକ୍ତି ନେଇ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି। ଉଚ୍ଚତମ ନ୍ୟାୟାଳୟରେ ଦାୟର ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ହେବ। ଆଜି ପିଟିସନରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି। ଦୁଇ…

ପ୍ରବଳରୁ ଅତି ପ୍ରବଳ ବର୍ଷା: ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ଦିଲ୍ଲୀସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତା ୧୪ରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ…

କେନ୍ଦ୍ର ବିରୋଧରେ ବର୍ଷିଲେ ରାଜା ସ୍ୱାଇଁ, କାହିଁକି ଜାଣନ୍ତୁ

ଖଣିଜ ସମ୍ପଦ ଉପରେ ଓଡ଼ିଶାର ଅଧିକାର କ୍ଷୁର୍ଣ୍ଣ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର ବୋଲି କହି ବର୍ଷିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ରାଜସ୍ୱ ଆଦାୟ କ୍ଷମତା ଉପରେ କଟକଣା ଲଗାଇବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଥିବା ଅଭିଯୋଗ…

ନାବାଳିକାଙ୍କୁ ଗଣଦୁଷ୍କର୍ମ , ଦୁଇ ନାବାଳକଙ୍କୁ ଧରିଲା ପୁଲିସ

କଟକ : କଟକର ବାଦାମବାଡ଼ିରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି । ଜଣେ ନାବାଳିକାଙ୍କୁ ଦୁଇ ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ କେନ୍ଦ୍ର କରି ବାଦାମବାଡ଼ି ଥାନାରେ ମାମଲା ରୁଜୁ ପରେ ପୁଲିସ ଦୁଇ…

ବର୍ଷାରେ ବେହାଲ ବାଲେଶ୍ୱର

ବାଲେଶ୍ୱର: ଲଘୁଚାପ ପ୍ରଭାବରେ ଲାଗି ରହିଛି ଲଗାଣ ବର୍ଷା । ଆଉ ଏହି ଲଗାତାର ବର୍ଷାରେ ବେହାଲ ହୋଇପଡ଼ିଛି ବାଲେଶ୍ୱର ସହର । ୧୬୭ ମିଲିମିଟର ବର୍ଷା ଯୋଗୁଁ ସହରର ଅନେକ ରାସ୍ତା ଜଳମଗ୍ନ ହୋଇଥିବା ବେଳେ, ଅନେକ ଲୋକଙ୍କ ଘରେ…

ସଂସଦ ମୌସୁମୀ ଅଧିବେଶନ; ଲୋକସଭା ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ

ନୂଆଦିଲ୍ଲୀ: ଗୁରୁବାର ଦିନ ସଂସଦର ମୌସୁମୀ ଅଧିବେଶନର ଶେଷ ଦିନ ଥିଲା । ଏହି ଅବସରରେ ସଂସଦ ଭବନଠାରୁ ଆରମ୍ଭ କରି ସଦନ ଭିତର ପର୍ଯ୍ୟନ୍ତ ଏକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖିବାକୁ ମିଳିଛି । ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ…