ସମ୍ବଲପୁରୀ ଦିନ୍, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ହେଉଛି ସମ୍ବଲପୁରୀ ଦିନ୍। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସମ୍ବଲପୁରୀ ଦିନ ତଥା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଆମର ସମ୍ବଲପୁରୀ ଭାଷା,…










