Author: jagrata orissa

ମଥାନିରେ ବିପଦ ସଙ୍କେଦ ଉପରେ ଜଳକା

ଭୁବନେଶ୍ବର: ବାଲେଶ୍ବର ଜଳକା ନଦୀରେ ବନ୍ୟା। ଚଳିତ ବର୍ଷ ଜଳକା ନଦୀରେ ପ୍ରଥମ ବନ୍ୟା ଆସିଛି । ନଦୀର ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ମିଟର ରହିଥିବା ବେଳେ ଏବେ ଜଳସ୍ତର ୬.୯୦ ମିଟର ରହିଛି। ବନ୍ୟା ପାଇଁ ଚାଷଜମି…

ବନ୍ୟା ମୁକାବିଲା:ସିଡିଏମ୍‌ ଓ ପିଏଚ୍‌ଓ ଜିଲ୍ଲା ମୁଖ୍ୟାଳୟ ଛାଡ଼ିବେ ନାହିଁ

ଭୁବନେଶ୍ଵର: ରାଜ୍ୟରେ ବନ୍ୟା ସ୍ଥିତି ମୁକାବିଲା ପାଇଁ ଆଲର୍ଟରେ ସ୍ବାସ୍ଥ୍ୟ ବିଭାଗ। ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିଲା ସମୀକ୍ଷା ବୈଠକ। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏବଂ ସିଡିଏମଓ ମାନଙ୍କ ସହ ଆଲୋଚନା ହୋଇଛି। ଭିସି ମାଧ୍ୟମରେ ସମସ୍ତ ଅଧିକାରୀମାନେ ଯୋଡ଼ି ହେବା ସହ…

୧ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଏ…

ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି: ୩ ବରିଷ୍ଠ ଅଧିକାରୀଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ: ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଅନ୍ତରୀଣ ସୁରକ୍ଷା ପାଇଥିବା ଆବେଦନକାରୀମାନେ ହେଲେ ରାଜ୍ୟ ଶିକ୍ଷା ଗବେଷଣା ଓ ତାଲିମ ପରିଷଦ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଓଡ଼ିଶା ଫେରିଛନ୍ତି। ଧର୍ମେନ୍ଦ୍ର ବିମାନବନ୍ଦର ବାହାରକୁ ଆସିବା ବେଳକୁ ତାଙ୍କ ସାଙ୍ଗରେ ଉଚ୍ଚଶିକ୍ଷା…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବା ସହ ଜନଗଣନା ପରେ ପୌର ଓ ପଞ୍ଚାୟତ ନିର୍ବାଚନ ହେବ ବୋଲି…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ମହାପ୍ରଭୁଙ୍କ ଏହି ଗୁପ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ…

ମୋଦୀଙ୍କ ଭିଡିଓ ଡିଲିଟ୍ ; ଭୁଲ୍ ମାଗିଲା ମେଟା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଫେସବୁକ୍ ଭିଡିଓକୁ ଅସ୍ଥାୟୀ ଭାବରେ ହଟାଇବା ଏବେ ଏକ ଗମ୍ଭୀର ମୋଡ଼ ନେଇଛି। ମେଟା ଏହି ଘଟଣା ପାଇଁ ସରକାରଙ୍କୁ କ୍ଷମା ମାଗିଛି। ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁଁ ଭୁଲବଶତଃ ହଟାଇ ଦିଆଯାଇଥିଲା।…

୧ରେ ଖୋଲିବ ଭିତରକନିକା

ରାଜନଗର : କୁମ୍ଭୀର ପ୍ରଜନନ ଋତୁ ପାଇଁ ମେ ପହିଲାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ଏହି ସମୟରେ ମା କୁମ୍ଭୀର ଅଧିକ ହିଂସ୍ର ହୋଇ ରହିଥାଏ। ସେହି ଦୃଷ୍ଟିରୁ ପର୍ଯ୍ୟଟକମାନଙ୍କୁ ଏହି ସମୟରେ ଭିତରକନିକାକୁ…

ବନ୍ୟା ପରିଚାଳନା ପାଇଁ 3 ଜିଲ୍ଲାରେ ସ୍ଵତନ୍ତ୍ର ଅଧିକାରୀ ନିୟୋଜିତ

ଭୁବନେଶ୍ବର : ରାଜ୍ୟରେ ଲଗାଣ ବର୍ଷାଜନିତ ସୃଷ୍ଟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ…