ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଫାଇଲ ହଜିବା ଏକ ସୁଚିନ୍ତିତ ଷଡ଼ଯନ୍ତ୍ର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡ ସମ୍ପର୍କିତ ଫାଇଲ ଲୋକସେବା ଭବନରୁ ହଜିଯିବା ଘଟଣା କୌଣସି ସାଧାରଣ ଅବହେଳା ନୁହେଁ, ବରଂ ଏହା ଏକ ସୁଚିନ୍ତିତ ଷଡ଼ଯନ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଏହି ଘଟଣାର ପର୍ଦ୍ଦାଫାଶ…










