Author: jagrata orissa

“ନୈତିକତା” ନାମରେ ରାଜନୀତି ବନ୍ଦ କରୁ କଂଗ୍ରେସ, ବିଜେଡି: ବିରଂଚି ନାରାୟଣ ତ୍ରିପାଠୀ

ଭୁବନେଶ୍ୱର: କଂଗ୍ରେସ ବର୍ତମାନ ଲୋକଙ୍କ ସହିତ ନାହିଁ। ତାଙ୍କ ଦଳକୁ ଲୋକେ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଏବେ ଦେଶର ଯୁବବର୍ଗଙ୍କୁ ଢ଼ାଲ କରି ନିଜର ରାଜନୈତିକ ରୋଟି ସେକିବା ପାଇଁ କଂଗ୍ରେସ ପ୍ରଳାପ କରୁଛି। ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ଓଡ଼ିଶାରେ କଂଗ୍ରେସ…

ଏକ ଜଳ ସୁରକ୍ଷିତ ଭବିଷ୍ୟତ ଗଢ଼ିବା ଆମ ସମସ୍ତଙ୍କ କର୍ତବ୍ୟ: ମନମୋହନ ସାମଲ

ଭୁବନେଶ୍ୱର,: ରାଜ୍ୟ ସଭାପତି ତଥା ସାଂସଦ ମନମୋହନ ସାମଲ ଆଜି ଦିନିକିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଆସି ପ୍ରଥମେ ଟିଟିଲାଗଡଠାରେ ପହଂଚିଥିଲେ । ଏକ ବିରାଟ ଶୋଭାଯାତ୍ରାରେ ବ୍ୟାଙ୍କ ଛକ ପର୍ଯ୍ୟନ୍ତ ଯାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତଃ ଅଟଳ ବିହାରୀ…

ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ଆଗକୁ ବଢିବାର ଶିକ୍ଷା ଦେଇଛି କାରଗିଲ୍ ଯୁଦ୍ଧ: ଡ.ଯତୀନ ମହାନ୍ତି

ଭୁବନେଶ୍ୱର: କାରଗିଲ ବିଜୟ ଦିବସ କେବଳ ଏକ ସାମରିକ ବିଜୟର ଦିନ ନୁହେଁ, ଏହା ଭାରତୀୟ ସେନାର ଅଟଳ ଶପଥ, ଦେଶପ୍ରେମ ଓ ସାର୍ବଭୌମତ୍ୱର ପ୍ରତୀକ । ଆମର ଶାନ୍ତିପୂର୍ଣ୍ଣ ଆଜି ପାଇଁ ଯେଉଁ ଯବାନମାନେ ସେମାନଙ୍କର କାଲିକୁ ବଳିଦାନ ଦେଇଛନ୍ତି,…

ଶିକ୍ଷାମନ୍ତ୍ରୀ ଇସ୍ତଫା ନଦେଲେ, ଓଡିଶା ବନ୍ଦ : ଭକ୍ତ

ଭୁବନେଶ୍ୱର: ସାମ୍ବାଦିକ ମାନଙ୍କୁ ବିବୃତ୍ତି ଦେଇ ଓପିସିସି ସଭାପତି ଭକ୍ତ ଚରଣ ଦାସ ସରକାରଙ୍କୁ ରୋକଠୋକ କହିଛନ୍ତି ଯେ, ଯଦି ଆଗାମୀ 7 ଦିନ ମଧ୍ୟରେ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଇସ୍ତଫା ଦେବେ ନାହିଁ ତେବେ କଂଗ୍ରେସ ଓଡିଶା ବନ୍ଦ କରିବ…

ଆଉ ଜଣେ ନିଟ୍‌ ଛାତ୍ରୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ: ମହରାଷ୍ଟ୍ରର ଅହିଲ୍ୟାନଗର ଜିଲାର କର୍ଜତ ତାଲୁକା ଅନ୍ତର୍ଗତ ଜଲାଲପୁର ଗ୍ରାମରୁ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଛାତ୍ରୀ ଅଙ୍କିତା ସାଙ୍ଗଲେ ପରୀକ୍ଷାଫଳ ପ୍ରକାଶ ପାଇବା ପରେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି।…

ସଂସଦରେ “ଧର୍ମେନ୍ଦ୍ର ପ୍ରଧାନ ଜିନ୍ଦାବାଦ୍‌” ନାରା

ନୂଆଦିଲ୍ଲୀ: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG ପେପର ଲିକ୍‌, ପରୀକ୍ଷା ବ୍ୟବସ୍ଥାରେ ଗଡ଼ବଡି ଏବଂ ଛାତ୍ରୀଛାତ୍ରଙ୍କ ଉତ୍ତରଦାୟିତ୍ୱ ଦାବିକୁ ନେଇ ଆରମ୍ଭ…

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିଲେ ମଧ୍ୟ ପ୍ରଥମ ଦୁଇଟି ରାଉଣ୍ଡ୍‌ରେ ନାମଲେଖା ସମ୍ପନ୍ନ…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରିଛନ୍ତି। ନବୀନ କହିଛନ୍ତି, ପିଲାଙ୍କ ପାଠ୍ୟପୁସ୍ତକରେ ଅନେକ ତ୍ରୁଟି ଅଛି।୨ରୁ…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ

ଭୁବନେଶ୍ୱର: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେ ପହଞ୍ଚିବା ପରେ ବିଭିନ୍ନ ବର୍ଗର ବ୍ୟକ୍ତବିଶେଷ ପହଞ୍ଚି ତାଙ୍କୁ ବିପୁଳ ସ୍ବାଗତ…

ହତ୍ୟାକାଣ୍ଡ: ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା: କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି। ଘଟଣାରେ ସମ୍ପୃକ୍ତ ବାପ-ପୁଅ ଜଗନ୍ନାଥ ଶବର ଓ ଦେସେରାମ ଶବରଙ୍କୁ ଜୟପାଟଣା ପୋଲିସ ଗିରଫ କରି…