Author: jagrata orissa

ଯୁଦ୍ଧ ସାମୟିକ ସ୍ଥଗିତ ରଖିଲା ଆମେରିକା

ୱାଶିଂଟନ: ଇରାନ ବିରୋଧରେ ଆମେରିକା ଚଳାଇଥିବା ଯୁଦ୍ଧକୁ ସ୍ଥଗିତ ରଖିବା ଲାଗି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ସୈନ୍ୟବାହିନୀକୁ ନିର୍ଦେଶ ଦେଇଛନ୍ତି। ଇରାନ ବିରୋଧରେ ଆମେରିକା କ୍ରମାଗତ ୧୩ ଦିନ ଧରି ଯୁଦ୍ଧ ଚଳାଇଆସିଥିଲାବେଳେ ରବିବାର ଏହାକୁ ସାମୟିକ ସ୍ଥଗିତ ରଖାଯାଇଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ

ଗ୍ଲାସ୍‌ଗୋ : ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ। ରବିବାର ମହିଳା ୪୮ କିଗ୍ରା ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ଥାନରେ ରହି ମୀରାବାଈ ସ୍ବର୍ଣ୍ଣପଦକ ଜିତି ପାରିଛନ୍ତି। ମଣିପୁରର ୩୨ ବର୍ଷ ବୟସ୍କା ମୀରାବାଈ ମୋଟ…

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ; ଅଖିଳେଶଙ୍କୁ ଓୱେସୀଙ୍କ ମେଣ୍ଟ ପ୍ରସ୍ତାବ

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିକୁ ନେଇ ଏକ ବଡ଼ ଚର୍ଚ୍ଚା ଆରମ୍ଭ ହୋଇଛି। ଅଲ୍ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦୁଲ୍ ମୁସଲିମିନ୍ (ଏଆଇଏମ୍ଆଇଏମ୍‌) ମୁଖ୍ୟ ଅସାଦୁଦ୍ଦିନ ଓୱେସୀ ବିଜେପିକୁ ପରାସ୍ତ କରିବା ପାଇଁ ସମାଜବାଦୀ ପାର୍ଟି…

ପରୀକ୍ଷା ସଂସ୍କାର : ଉଚ୍ଚ କ୍ଷମତାସମ୍ପନ୍ନ ଟାସ୍କ ଫୋର୍ସ ଗଠନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛାତ୍ରମାନଙ୍କ ଭବିଷ୍ୟତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ସେ ବିଶ୍ୱ ପ୍ରସିଦ୍ଧ ପ୍ରଯୁକ୍ତିବିଦ୍ୟା ବିଶେଷଜ୍ଞ ନନ୍ଦନ ନିଲେକାନିଙ୍କ ନେତୃତ୍ୱରେ ପରୀକ୍ଷା ସଂସ୍କାର ପାଇଁ ଏକ ଉଚ୍ଚ କ୍ଷମତାସମ୍ପନ୍ନ ଟାସ୍କ ଫୋର୍ସ ଗଠନ…

‘ଗୋଦାରୀ ଲୋ.. ତୋ ଗୋଡ଼କୁ ଅନା’ କହି ବିରୋଧୀଙ୍କୁ କଲା ବିଜେପି

ଭୁବନେଶ୍ୱର: ନିଟ୍ ପେପର ଲିକକୁ ନେଇ ଗତକାଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତିରେ ଝଡ ଉଠିଛି l କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ରାଜ୍ୟରେ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରିଛନ୍ତି ଉଭୟ…

ଗଣ ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିଜେଡି-କଂଗ୍ରେସ

ଭୁବନେଶ୍ୱର: ନିଟ୍ ପେପର ଲିକକୁ ନେଇ ଗତକାଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତିରେ ଝଡ ଉଠିଛି l କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ରାଜ୍ୟରେ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରିଛନ୍ତି ଉଭୟ…

ଜ୍ୟୋତିର୍ମୟୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍ ଆଇଡଲ୍ ସିଜନ୍ 16 ଟ୍ରିଫି ହାତେଇଛନ୍ତି ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକ । ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ ଇତିହାସ ରଚିଛନ୍ତି । ଏହି ସଫଳତା ସହ ସେ ଓଲିଉଡ ଓ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି । ଏନେଇ…

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ : ଜ୍ୟୋତିର୍ମୟୀ ନାୟକ, ଇଣ୍ଡିଆନ୍ ଆଇଡଲ୍ ସିଜିନ୍ 16ର ଚାମ୍ପିଅନ୍ ମୁକୁଟ ପିନ୍ଧାଇଛନ୍ତି, ଏବଂ ସେ ଟାଇଟଲ୍ ଜିତିଥିବା ଓଡ଼ିଶାର ପ୍ରଥମ ପ୍ରତିଯୋଗୀ ଭାବେ ଇତିହାସ ରଚିଛନ୍ତି । ଏଥିସହ ଇଣ୍ଡିଆନ୍ ଆଇଡଲ୍ 16 ବିଜେତା ଭାବେ ଜ୍ୟୋତିର୍ମୟୀ ନାୟକ…

ବ୍ରଜରାଜନଗରରେ ଏନକାଉଣ୍ଟର

ଝାରସୁଗୁଡା: ବ୍ରଜରାଜନଗର ଅଞ୍ଚଳରେ ପୋଲିସର ଏନକାଉଣ୍ଟର । ପୋଲିସର ଗୁଳିରେ କୁଖ୍ୟାତ ଅପରାଧୀ କମଲେଶ ଘୋଷଙ୍କ ପୁଅ ଅଙ୍କିତ ଘୋଷ ଆହତ । ଗତକାଲି(ରବିବାର) ବିଳମ୍ବିତ ରାତିରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଓପିଏମ୍ ଘାଟ ନିକଟରେ ଏହି ଏନକାଉଣ୍ଟର ଘଟିଛି ।…

ଆଜି ନୀଳକନ୍ଦରକୁ ଫେରିବେ ନୀଳାଚଳିଆ

ପୁରୀ: ଖାଁ ଖାଁ ଲାଗୁଥିବା ଶ୍ରୀମନ୍ଦିର ପରିସର ଏବେ ପରିପୂର୍ଣ୍ଣ ଲାଗିବ । ଆଜି ନୀଳକନ୍ଦରକୁ ଫେରିବେ ନୀଳାଚଳିଆ । ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀଳାଦ୍ରିବିଜେ ନୀତି । ପାଟ୍ଟ ଶାଢ଼ୀ ଓ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜିବେ ମନୁଆ ଠାକୁର…