Author: jagrata orissa

ଆଜି ଶ୍ରୀଜିଉଙ୍କ ଅଧର ପଣା ଭୋଗ ଲାଗି ନୀତି

ପୁରୀ: ଆଜି ଦ୍ୱାଦଶୀ ତିଥିରେ ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଲାଗିବ । ଶ୍ରୀମନ୍ଦିର ପ୍ରଶାସନ ଅନୁସାରେ ଅଧର ନୀତି ସମୟ ରାତି ୮ଟା ରହିଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧର ଉଚ୍ଚା ତୁମ୍ୱାକୃତି ମାଟିପାତ୍ରରେ ପଣା ପ୍ରସ୍ତୁତ ହେବ ।…

ଭୁବନେଶ୍ୱରରେ ହିଟ୍ ଆଣ୍ଡ ରନ୍: ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରରେ ହିଟ୍ ଆଣ୍ଡ ରନ୍ । ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଦେଲା ଧକ୍କା। ଜଣେ ମୃତ, ଜଣେ ଆହତ । ହିଟ୍ ଆଣ୍ଡ ରନ୍ ପରେ ବରମୁଣ୍ଡା ପର୍ଯ୍ୟନ୍ତ ଘୋଷାଡ଼ି ଆଣିଲା ଗାଡ଼ି। ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ…

‘ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାନୀତିନିଷ୍ଠାର ପ୍ରତିଫଳନ’

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ସୋସିଆଲ ମିଡିଆ ‘X’ରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ଲେଖିଛନ୍ତି ଯେ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନ ଦେଶର ଶିକ୍ଷା କ୍ଷେତ୍ରରେ ଐତିହାସିକ ପରିବର୍ତ୍ତନର ନେତୃତ୍ୱ ନେଇଛନ୍ତି। ବିଶେଷକରି…

‘ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଯୁବପିଢ଼ିଙ୍କ ବିଜୟ’

ଭୁବନେଶ୍ୱର: ଜାତୀୟ ସ୍ତରରେ ପରୀକ୍ଷା ଅନିୟମିତତା ଏବଂ ବିଶେଷକରି NEET ପ୍ରଶ୍ନପତ୍ର ଲିକ୍ ବିବାଦକୁ କେନ୍ଦ୍ର କରି ଚାଲିଥିବା ଚର୍ଚ୍ଚା ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଉଚ୍ଚ ନୈତିକତାର ପରିଚୟ:ମୋହନ ମାଝୀ

ଭୁବନେଶ୍ୱର: ଜାତୀୟ ସ୍ତରରେ ପରୀକ୍ଷା ଅନିୟମିତତା ଏବଂ ବିଶେଷକରି NEET ପ୍ରଶ୍ନପତ୍ର ଲିକ୍ ବିବାଦକୁ କେନ୍ଦ୍ର କରି ଚାଲିଥିବା ଚର୍ଚ୍ଚା ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ସେ…

ବିଜେପି କର୍ମୀଙ୍କ ପାଇଁ ପଦ ଅପେକ୍ଷା ଦେଶ ଓ ଛାତ୍ରଛାତ୍ରୀ ଅଧିକ ଗୁରୁତ୍ୱପୂର୍ଣ୍ଣ : ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଭାରତୀୟ ଜନତା ପାର୍ଟି (BJP)ର କାର୍ଯ୍ୟକର୍ତ୍ତାଙ୍କ ପାଇଁ ଯେକୌଣସି ପଦବୀ ଅପେକ୍ଷା ଦେଶ, ଯୁବପିଢ଼ି ଏବଂ ଛାତ୍ରଛାତ୍ରୀମାନଙ୍କୁ ଅଧିକ ଗୁରୁତ୍ୱପୂର୍ଣ୍ଣ…

ଆନ୍ଦୋଳନ ପ୍ରତ୍ୟାହାର କଲା ସିଜେପି

ନୂଆଦିଲ୍ଲୀ : ସିଜେପି ଆନ୍ଦୋଳନ ପ୍ରତ୍ୟାହାର କଲା। ସିଜେପି ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ଆମର ତିନୋଟି ଦାବି ଥିଲା। ପ୍ରଧାନ ଇସ୍ତଫା ଦେଇଛନ୍ତି। ଏବେ ଆମେ ୧ କୋଟି ଟଙ୍କା କ୍ଷତିପୂରଣ ଏବଂ ମାମଲା ପ୍ରତ୍ୟାହାର ଦାବି କରିଛୁ।…

ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ କରିଛନ୍ତି। ସେ ନିଜର ବର୍ତ୍ତମାନର ଦାୟିତ୍ୱ ସହ ଶିକ୍ଷା ମନ୍ତ୍ରାଳୟର କାର୍ଯ୍ୟଭାର ମଧ୍ୟ ସମ୍ଭାଳିବେ।ପ୍ରହ୍ଲାଦ ଯୋଶୀ ବର୍ତ୍ତମାନ ଖାଦ୍ୟ,…

ରଥଯାତ୍ରା ପରିଚାଳନାରେ ସମ୍ପୂର୍ଣ୍ଣ ଫେଲ୍ ମାରିଛନ୍ତି ରାଜ୍ୟ ସରକାର: ବିଜେଡି

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପରିଚାଳନା କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଫେଲ ମାରିଛନ୍ତି । ଚଳିତ ବର୍ଷ ରଥଯାତ୍ରା ସମୟରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତୁ୍ୟ ହୋଇଥିବା ବେଳେ ବାହୁଡ଼ା ଯାତ୍ରାରେ ଦଳାଚକଟାରେ ଜଣେ ଶ୍ରଦ୍ଧାଳୁଙ୍କ ମୃତୁ୍ୟ ହୋଇଛି ।…

ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ବାରା ନିଃଶୁଳ୍କ ଅଟୋ ସେବା

ପବିତ୍ର ସୁନାବେଶ ଅବସରରେ ଶ୍ରୀକ୍ଷେତ୍ର ପୁରୀକୁ ଆସିଥିବା ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଗମ, ସୁରକ୍ଷିତ ଯାତ୍ରା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କ ମାର୍ଗଦର୍ଶନରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଯାତାୟାତ, ସୂଚନା, ଜରୁରୀକାଳୀନ…