Author: jagrata orissa

ସରକାରୀ ବାବୁଙ୍କ ପାଇଁ କଡ଼ା ନିୟମ, ରାଜ୍ୟ ବାହାରକୁ ଗଲେ ୨୧ ଦିନ ପୂର୍ବରୁ ନେବେ ଅନୁମତି

ଭୁବନେଶ୍ୱର:ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଯାତ୍ରା ନିୟମକୁ ନେଇ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଏଣିକି ରାଜ୍ୟ ବାହାରକୁ କିମ୍ବା ବିଦେଶ ଗସ୍ତରେ ଯିବାକୁ ହେଲେ ଅତି କମରେ ୨୧ ଦିନ ପୂର୍ବରୁ ସକ୍ଷମ କର୍ତ୍ତୃପକ୍ଷଙ୍କ ଅନୁମତି ନେବା…

ଆସାମରେ ପ୍ରକୃତିର ତାଣ୍ଡବ; ବନ୍ୟା ପ୍ରଭାବରେ ମୃତ୍ୟୁ ସଂଖ୍ଯା 62କୁ ବୃଦ୍ଧି

ଆସାମ: ଆସାମରେ ପ୍ରକୃତିର ତାଣ୍ଡବ । ବନ୍ୟା ବିଭୀଷିକା ଭୟଙ୍କର ସ୍ଥିତି ଦେଖିବାକୁ ମିଳିଛି । ଗତ 24 ଘଣ୍ଟା ମଧ୍ୟରେ 21 ଜଣଙ୍କ ମୃତ୍ୟୁ ହୋଇଛି । ଆସାମ ବନ୍ୟାରେ ମୃତକଙ୍କ ସଂଖ୍ୟା 62ରେ ପହଞ୍ଚିଛି ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ…

୪୭ NTA ଅଧିକାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ : ଦେଶର ପରୀକ୍ଷା ବ୍ୟବସ୍ଥାକୁ ସୁଦୃଢ଼ ​​କରିବା ପାଇଁ ଏକ ବଡ଼ ସାଂଗଠନିକ ପରିବର୍ତ୍ତନର ଅଂଶ ସ୍ୱରୂପ ଜାତୀୟ ପରୀକ୍ଷା ଏଜେନ୍ସି (NTA) ୪୭ ଜଣ ଅଧିକାରୀଙ୍କୁ ବହିଷ୍କାର କରିଛି । ଏହି କାର୍ଯ୍ୟାନୁଷ୍ଠାନ ହେଉଛି ଏଜେନ୍ସିର ଏକ ବ୍ୟାପକ…

ସୁନାବେଶ ଓ ଅଧରପଣା ପାଇଁ ପୂର୍ବତଟ ରେଳପଥର ସ୍ୱତନ୍ତ୍ର ଟ୍ରେନ ବ୍ୟବସ୍ଥା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ଅବସରରେ ଶ୍ରଦ୍ଧାଳୁମାନଙ୍କ ପାଇଁ ନିରାପଦ, ଆରାମଦାୟକ ଓ ନିର୍ବିଘ୍ନ ରେଳଯାତ୍ରା ସୁନିଶ୍ଚିତ କରିବା ସହ ବର୍ଦ୍ଧିତ ଯାତ୍ରୀ ଭିଡ଼କୁ ସୁଚାରୁ ଭାବେ ପରିଚାଳନା କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଓଡ଼ିଶାର ବିଭିନ୍ନ ସ୍ଥାନ…

ବାହୁଡ଼ା ଯାତ୍ରାରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ : ବାହୁଡ଼ା ଯାତ୍ରାରେ ଅଭାବନୀୟ ଘଟଣା । ଶୁକ୍ରବାର ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ପୁରୀ ପୋଲିସ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି । ମୃତକ ଜଣକ ହେଉଛନ୍ତି ଅଭିରାମ ଦାସ (୫୭) ।…

ଆଜି ଶ୍ରୀଜିଉଙ୍କ ସୁନାବେଶ

ପୁରୀ: ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀଗୁଣ୍ଡିଚା ମନ୍ଦିରରୁ ମେଲାଣି ନେଇଛନ୍ତି ଚତୁର୍ଦ୍ଧା ବିଗ୍ରହ । ଗତକାଲି ଶ୍ରୀଜିଉମାନେ ଗୁଣ୍ଡିଚା ମନ୍ଦିରରୁ ବାହୁଡ଼ିବା ପରେ ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଦଣ୍ଡାୟମାନ ତିନି ରଥ ନନ୍ଦିଘୋଷ, ତାଳଦ୍ବଜ ଏବଂ ଦର୍ପଦଳନ । ଆଜି ଆଷାଢ଼…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ଦୁଇ ଦିନ ମଧ୍ୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି…

ଭୁବନେଶ୍ବର ପୁରୀ ଜାତୀୟ ରାଜପଥ ଜାମ

ଭୁବନେଶ୍ୱର/ପୁରୀ: ବାହୁଡ଼ା ଯାତ୍ରା ଅବସରରେ ମହାପ୍ରଭୁଙ୍କୁ ରଥ ଉପରେ ଦର୍ଶନ କରିବା ପାଇଁ ପୁରୀକୁ ଭକ୍ତଙ୍କ ସମାଗମ ବଢ଼ୁଛି । ଶନିବାର ସକାଳୁ ଭୁବନେଶ୍ବର ପୁରୀ ମଧ୍ୟରେ ଗାଡିମୋଟର ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି…

ଅନଶନ ଭାଙ୍ଗିବା ପରେ କ’ଣ କହିଲେ ସୋନମ ୱାଙ୍ଗଚୁକ୍‌

ପରୀକ୍ଷା ବ୍ୟବସ୍ଥାରେ ଉତ୍ତରଦାୟିତ୍ୱ, ନିଟ୍-ୟୁଜି (NEET-UG) ପ୍ରଶ୍ନପତ୍ର ଲିକ୍ ଏବଂ ବ୍ୟାପକ ପରୀକ୍ଷା ସଂସ୍କାର ସମ୍ପର୍କରେ ସଂସଦରେ ଆଲୋଚନା ହେବ ବୋଲି କେନ୍ଦ୍ର ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସେ ତାଙ୍କର ୨୬ ଦିନିଆ ଅନଶନ ଶେଷ କରିଛନ୍ତି ଶୁକ୍ରବାର…

ହଟିଲେ ଉଚ୍ଚଶିକ୍ଷା ବିଭାଗର ସଚିବ ବିନୀତ ଯୋଶୀ

ନିଟ୍ ପ୍ରଶ୍ନପତ୍ର ଲିକ୍‌କୁ ନେଇ କକ୍ରୋଚ୍ ଜନତା ପାର୍ଟିର ଆନ୍ଦୋଳନ ଜାରି ରହିଥିବା ବେଳେ କେନ୍ଦ୍ର ସରକାର ଶିକ୍ଷା ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଫିସରଙ୍କୁ ବଦଳି କରିଛନ୍ତି। ଉଚ୍ଚଶିକ୍ଷା ବିଭାଗର ସଚିବ ବିନୀତ ଯୋଶୀଙ୍କୁ ତାଙ୍କ ପଦବୀରୁ ହଟାଯାଇ ତାଙ୍କ ସ୍ଥାନରେ…