Author: jagrata orissa

ପ୍ରତ୍ୟେକ ଶିଶୁର ସଫଳତା ହିଁ ଆମର ଉତ୍ତରଦାୟିତ୍ୱ – ଧର୍ମେନ୍ଦ୍ର

• ବିକଶିତ ଭାରତ ୨୦୪୭’ ପାଇଁ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ କେନ୍ଦ୍ର ଓ ରାଜ୍ୟଗୁଡ଼ିକ ସମାନ ଭାଗୀଦାର • ଜାତୀୟ ଶିକ୍ଷା ନୀତି ଅନୁଯାୟୀ ସମଗ୍ର ଶିକ୍ଷା, ପିଏମ ଶ୍ରୀ, ନିପୁଣ ଭାରତ, ପିଏମ ପୋଷଣ ଓ ଉଲ୍ଲାସ ଭଳି…

ପ୍ରଶ୍ନପତ୍ର ମାମଲାରେ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଦେଶର ଯୁବପିଢ଼ିଙ୍କ କଲ୍ୟାଣ ଏବଂ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୃଢ଼ ଭାବେ କହିଛନ୍ତି ।ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଶ୍ନପତ୍ର ପ୍ରଘଟ ଘଟଣାଗୁଡ଼ିକରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ଶୀଘ୍ର ଏବଂ କଠୋର ଦଣ୍ଡ…

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

• ବିଜେଡ଼ି-କଂଗ୍ରେସ ମଧୁଚନ୍ଦ୍ରିକା: ନିଜକୁ ‘କଂଗ୍ରେସ ବିରୋଧୀ’ କହୁଥିବା ବିଜେଡିର ଦୋମୁହାଁ ନୀତି ଓ ପ୍ରକୃତ ମୁଖା ଆଜି ପଦାରେ ପଡ଼ିଛି • ନିଜ ଶାସନରେ ବିଭିନ୍ନ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କରିଥିବା ବିଜେଡିର ସମାଲୋଚନା ହାସ୍ୟାସ୍ପଦ • ଆନ୍ଦୋଳନ ନାଁରେ…

ମା’ ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ

ଭୁବନେଶ୍ୱର: ମା’ ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା ମା’ ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…

ନବୀନ ବାବୁ ଓଡ଼ିଆ ଲୋକଙ୍କୁ ଦୁର୍ବଳ ଭାବନ୍ତୁ ନାହିଁ – ଭର୍ତ୍ତୃହରି ମହତାବ

– ବିଜେଡିର ‘ଚଟୁ ଆମିଷ, ବେଣ୍ଟ ନିରାମିଷ’ ନୀତି ସେମାନଙ୍କ ରାଜନୈତିକ ମତିଭ୍ରମକୁ ପ୍ରମାଣିତ କରୁଛି – ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିବୃତି ତଥ୍ୟହୀନ ଓ ନିନ୍ଦନୀୟ – ଦେଶରେ କମ୍ୟୁନିଷ୍ଟମାନେ ନିଜର ଜନାଦେଶ ହରାଇସାରିଛନ୍ତି, ଓଡ଼ିଶାରେ ମଧ୍ୟ ବିଜେଡି…

ସରକାରୀ ଅନୁଷ୍ଠାନଗୁଡ଼ିକର କାର୍ଯ୍ୟ ସମୀକ୍ଷା କଲେ ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର:ଓଡ଼ିଶାର ଦକ୍ଷତା ବିକାଶ, ବୈଷୟିକ ଶିକ୍ଷା ଓ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଭୁବନେଶ୍ୱରସ୍ଥିତ SCTE&VT ଠାରେ ରାଜ୍ୟର ସରକାରୀ ଆଇଟିଆଇ ଓ ପଲିଟେକ୍ନିକ୍‌ଗୁଡ଼ିକର କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହି ବୈଠକରେ ରାଜ୍ୟର ୭୨ଟି ସରକାରୀ ଆଇଟିଆଇ ଏବଂ ୩୫ଟି…

ସାହିତ୍ୟ ହେଉଛି ସମାଜର ଦର୍ପଣ, ଓଡ଼ିଆ କବିତାରେ ଦେଶଭକ୍ତି ଓ ଭାଷାପ୍ରୀତି ପ୍ରତିଫଳିତ

ଭୁବନେଶ୍ୱର : ସାହିତ୍ୟ ଅକାଦେମି ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୂଲ୍ୟରେ ଆଜି ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ “ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା” ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ ସାହିତ୍ୟ ଅକାଦେମିର ସଚିବ…

ଅରଣ୍ୟ ଭବନରେ ଇଣ୍ଟିଗ୍ରେଟେଡ୍ ଫରେଷ୍ଟ ମନିଟରିଂ ଓ କମାଣ୍ଡ ସେଣ୍ଟର ଉଦ୍ଘାଟିତ

ଭୁବନେଶ୍ୱର: ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଆଜି ଅରଣ୍ୟ ଭବନଠାରେ ଇଣ୍ଟିଗ୍ରେଟେଡ୍ ଫରେଷ୍ଟ ମନିଟରିଂ ଓ କମାଣ୍ଡ ସେଣ୍ଟର (Integrated Forest Monitoring &…

ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ ଚାଷୀ ହନ୍ତସନ୍ତ: ବିଜେଡି

ଭୁବନେଶ୍ୱର,: ଚଳିତ ଖରିଫ ଚାଷ ଋତୁରେ ସମଗ୍ର ଓଡ଼ିଶାରେ ଦେଖାଦେଇଥିବା ସାରର ଘୋର ଅଭାବ, ବ୍ୟାପକ କଳାବଜାରୀ ଏବଂ ପ୍ରଶାସନିକ ବିଫଳତା ଯୋଗୁଁ ଲକ୍ଷ ଲକ୍ଷ ଚାଷୀ ହନ୍ତସନ୍ତ ହେଉଛନ୍ତି । ସରକାରଙ୍କ ଚାଷୀ ମାରଣ ନୀତି ଯୋଗୁଁ ଚାଷୀ କଲବଲ…

ଏକଛତ୍ରବାଦୀ ସରକାର ଗାଦି ଛାଡ଼ିବା ଉଚିତ: କଂଗ୍ରେସ

ଭୁବନେଶ୍ୱର: ନିଟ ପ୍ରଶ୍ନପତ୍ର ମାମଲାକୁ ନେଇ ଦେଶବ୍ୟାପୀ ଛାତ୍ରଙ୍କ ବିକ୍ଷୋଭ ପ୍ରଦର୍ଶନ ଏବଂ ଛାତ୍ର ମାନଙ୍କ ସମର୍ଥନରେ ବିରୋଧୀ ଦଳ ନେତା ରାହୁଳ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପ୍ରତିବାଦ ଏବଂ ଶ୍ରୀ ଗାନ୍ଧୀଙ୍କ ଉପରେ କେନ୍ଦ୍ର ସରକାର ଇଙ୍ଗିତରେ ଅମାନୁଷିକ…