ପୁଣି ଖୋଲିଲା ହୀରାକୁଦର ୪ ସ୍ଲୁଇସ୍ ଗେଟ୍
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ବନ୍ୟାଜଳ ନିଷ୍କାସନ…










