Author: jagrata orissa

ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଆଜି ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ବର…

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତାଳଧ୍ୱଜ ଓ ଦର୍ପଦଳନ ରଥ

ପୁରୀ: ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚି ସାରିଛି ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ । ଦୁଇ ରଥ ପହଞ୍ଚିବା ପରେ ସମଗ୍ର ଶରଧାବାଲି ଭକ୍ତଙ୍କ ଜୟଧ୍ୱନିରେ ପ୍ରକମ୍ପିତ ହୋଇଉଠିଛି । ‘ଜୟ ଜଗନ୍ନାଥ’,…

ଶରଧାବାଲିରେ ପହଞ୍ଚିଲା ତାଳଧ୍ୱଜ ରଥ

ପୁରୀ: ରଥଯାତ୍ରାର ଆଉ ଏକ ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଛି ପୁରୀ । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶରଧାବାଲିରେ ପହଞ୍ଚିଛି ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ । ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ରଥ ଗୁଣ୍ଡିଚା ମନ୍ଦିର ନିକଟ…

ଛୁଆ ହାତୀର ମୃତଦେହ ଠାବ

କଣିହାଁ: ଅନୁଗୋଳ ଜିଲ୍ଲା ତାଳଚେର ବନଖଣ୍ଡ ଅନ୍ତର୍ଗତ କଣିହାଁ ଅଞ୍ଚଳରୁ ଆସିଛି ଏକ ଦୁଃଖଦ ଖବର। ସିପୁର ସେକ୍ସନ ଅଧୀନ କର୍ଣ୍ଣାପାଳ–ରଙ୍ଗିଆମୁଣ୍ଡା ଜଙ୍ଗଲରେ ପ୍ରାୟ ଦେଢ଼ ବର୍ଷ ବୟସର ଏକ ଅଣ୍ଡିରା ଛୁଆ ହାତୀର ଗଳିତ ମୃତଦେହ ଠାବ କରାଯାଇଛି ।…

ଟ୍ରମ୍ପଙ୍କ ଅଭିଯୋଗ:୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଜାଲିଆତି ହୋଇଛି

ୱାସିଂଟନ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ​​ଚୀନ୍ ହସ୍ତକ୍ଷେପ କରିଥିବା ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ପୁୂଣି ଥରେ ଅଭିଯୋଗ କରିଛନ୍ତି। ନିର୍ବାଚନ ସୁରକ୍ଷା ଉପରେ ଦେଶକୁ ସମ୍ବୋଧିତ କରି ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଟ୍ରମ୍ପ ଦାବି କରିଛନ୍ତି।…

କାଂଶବାଂଶ ନଦୀରେ ବନ୍ୟା

ସୋର: ବାଲେଶ୍ବର ଜିଲ୍ଲାର ସୋର ଦେଇ ପ୍ରବାହିତ କାଂଶବାଂଶ ନଦୀରେ ବନ୍ୟା ଆସିଛି। ଫଳରେ ତଳନଗର ପଞ୍ଚାୟତ ଅଧୀନ ୧୪ ଗାଁର ୨୫ ଶହ ଲୋକ ପ୍ରଭାବିତ ହୋଇଛନ୍ତି। ଚାରି ଦିନ ହେଲା ବାଲେଶ୍ବରରେ ବର୍ଷା ଲାଗି ରହିଛି। ଫଳରେ ସୋର…

ରଥଯାତ୍ରାରେ ଦଳା ଚକଟା ହୋଇନି: ସ୍ୱାସ୍ଥ୍ୟମନ୍ତ୍ରୀ

ପୁରୀ: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ ଥିବା ମନ୍ତ୍ରୀ କହିଥିବା ବେଳେ ଅଣନିଶ୍ବାସୀ ହେବା କାରଣରୁ ଜଣେ ୬୦ ବର୍ଷୀୟ…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ

ଭୁବନେଶ୍ୱର,:ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ସେବାୟତ, ଶ୍ରଦ୍ଧାଳୁ ଏବଂ ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ ରିଲିଜ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଡଭୋକେଟ ଜେନେରାଲ ପୀତାମ୍ବର…

ତ୍ରୁଟିଶୂନ୍ୟ ରଥଯାତ୍ରା ପାଇଁ ସରକାରଙ୍କୁ ବିଜେଡିର ନିବେଦନ

ପୁରୀ: ରଥଯାତ୍ରା ଅବସରରେ ଠେଲା ପେଲା ଯୋଗୁଁ ଜଣେ ଭକ୍ତଙ୍କର ଦୁଃଖଦ ମୃତ୍ୟୁ ହୋଇଛି । ଏହା ସହିତ ବହୁ ସଂଖ୍ୟକ ଭକ୍ତ ଆହତ ହୋଇଛନ୍ତି । ଉକ୍ତ ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ…