Author: jagrata orissa

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ…

‘ଜ୍ଞାନଦୋୟ-ଶିକ୍ଷାରୁ ସମୃଦ୍ଧି’ ଯୋଜନା ସମ୍ପର୍କିତ ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’ ଦେବାକୁ ପଡ଼ିବ ନାହିଁ। ଆଡ୍‌ମିଶନ ଫି’, ଡେଭଲପ୍‌ମେଣ୍ଟ ଫି’ ସମେତ ଯୋଜନାରେ ଅନ୍ତର୍ଭୁକ୍ତ ଅନ୍ୟାନ୍ୟ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର: ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର ଚଏସ୍‌ ଲକିଙ୍ଗ୍‌ କରିଥିବାବେଳେ ପ୍ରଥମ ମେଧାତାଲିକାରେ ୨୮୨୫ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ ହୋଇଛନ୍ତି।…

ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ: ଜିଲ୍ଲା ଗସ୍ତରେ ଯିବେ ନବୀନ

ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଏବେଠାରୁ ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ । ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଜେଡି ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି…

‘ବନ୍ଦେ ମାତରମ୍’କୁ ଅପମାନ କଲେ ହେବ ଅପରାଧ: ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରି

ନୂଆଦିଲ୍ଲୀ: ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ପରି ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ୍’ ଗାନରେ ଜାଣିଶୁଣି ବାଧା ଦେବା କିମ୍ବା ଏହାକୁ ଗାଇବାରୁ ରୋକିବାକୁ ଅପରାଧ ଭାବେ ବିବେଚନା କରୁଥିବା ଏକ ବିଲ୍‌କୁ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରି…

ମୁମ୍ବାଇ କୁର୍ଲାରେ ଭୂସ୍ଖଳନ: 2 ମୃତ

ମୁମ୍ବାଇ: ପ୍ରବଳ ବର୍ଷା କାରଣରୁ ଆଜି(ବୁଧବାର) ମୁମ୍ବାଇ କୁର୍ଲା ଅଞ୍ଚଳର ଚିରାଗ ନଗରରେ ଭୂସ୍ଖଳନ ହୋଇଛି । ଏଥିରେ 2 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 6ରୁ8 ଜଣ ମାଟି ତଳେ ଫସି ରହିଥିବା ଆଶଙ୍କା କରାଯାଉଛି । ତେବେ ପ୍ରବଳ…

ଚାମେଲିଙ୍କ ବିରୋଧରେ ଅନାସ୍ଥା ଭୋଟିଂ ହେବ, ହେଲେ ଫଳାଫଳ ଘୋଷଣା ହେବନାହିଁ

କେନ୍ଦ୍ରାପଡ଼ା: ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ଭୋଟିଂ ହେବ କିନ୍ତୁ ନ୍ୟାୟାଳୟଙ୍କ ରାୟ ନ ଆସିବା ପର୍ଯ୍ୟନ୍ତ ଫଳାଫଳ ଘୋଷଣା ହେବ ନାହିଁ । ଗତ ଜୁଲାଇ ୨୭ ତାରିଖ ଦିନ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ୱାର୍ଡ ସଭ୍ୟ…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି; ଗାନ୍ଧୀ ମାର୍ଗରେ ପରେଡ୍ ରିହଲସଲ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ଆଜି (ମଙ୍ଗଳବାର) ଠାରୁ ପରେଡ୍ ରିହଲସଲ ଆରମ୍ଭ ହୋଇଛି । ଅପରାହ୍ନରେ ଆୟୋଜିତ ପରେଡ…

ରାଜସ୍ୱ ଆଦାୟ ବ୍ୟବସ୍ଥାକୁ ଅଧିକ ଦକ୍ଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅର୍ଥ ବିଭାଗର ସମୀକ୍ଷା କରି ରାଜସ୍ୱ ଆଦାୟ ବ୍ୟବସ୍ଥାକୁ ଆହୁରି ଦକ୍ଷ କରିବା ସହିତ ପୁଞ୍ଜି ଓ କାର୍ଯ୍ୟକ୍ରମ ବ୍ୟୟକୁ ଆହୁରି ବୃଦ୍ଧି କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ…

୫୦ ଏକର ଜମିରେ ‘ଜୀବ ବିଜ୍ଞାନ ପ୍ରତିଷ୍ଠାନ’ର ସମ୍ପ୍ରସାରଣ

ଭୁବନେଶ୍ବର: ବିଜ୍ଞାନଭିତ୍ତିକ ଅଭିବୃଦ୍ଧିରେ ଓଡ଼ିଶାର ବିରଳ ମୃତ୍ତିକା, ସାମୁଦ୍ରିକ ଜୈବପ୍ରଯୁକ୍ତି ଓ ମହାକାଶ କ୍ଷମତା ଖୋଲିବ ନୂଆ ସୁଯୋଗ । ଜୈବ ପ୍ରଯୁକ୍ତିବିଦ୍ୟା ବିଭାଗ ଅନ୍ତର୍ଗତ ଭୁବନେଶ୍ବରସ୍ଥିତ ‘ଜୀବ ବିଜ୍ଞାନ ପ୍ରତିଷ୍ଠାନ (Institute of Life Sciences- ILS)’ର ସଂପ୍ରସାରଣ ପ୍ରସ୍ତାବ…