କ୍ୟାବିନେଟ: ବଲାଙ୍ଗିରର ୪,୩୩୦ ହେକ୍ଟର ଜମିକୁ ଜଳସେଚନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବ ଅନୁମୋଦନ ହୋଇଛି । ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାବିନେଟ…






