Author: jagrata orissa

ଆସନ୍ତାକାଲି ନବଯୌବନ ଦର୍ଶନ

ଆସନ୍ତାକାଲି ନବଯୌବନ ଦର୍ଶନ। ୧୫ ଦିନ ଅଣସର ପରେ ସୁସ୍ଥ ହୋଇଛନ୍ତି ଶ୍ରୀ ଜିଉ। ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରିବେ ଶ୍ରଦ୍ଧାଳୁ। ଆଜି ଅଣସର ତ୍ରୟୋଦଶୀ ଦିନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ସେବାରେ ଘଣାଲାଗି ଓ ଶ୍ରୀପୟର ମୁଦା ଉପଲକ୍ଷେ ପାଟଡ଼ୋର, ଖଳି…

ଆମରଣ ଅନଶନରେ ବସିଲେ ଚାମେଲି ଓଝା

ମହାକାଳପଡ଼ା : ଲୋୟର ପିଏମଜିରେ ମହାକାଳପଡ଼ା ବ୍ଲକ ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନ୍ୟାୟ ଦାବିରେ ଧାରଣା । ନିଜର ଦୁଇଟି ମୁଖ୍ୟ ଦାବି ପୂରଣ ପାଇଁ ସେ ଏହି ଧାରଣା ଦେଇଛନ୍ତି । ସେ ବିଶେଷ କରି…

ସଂସଦୀୟ କମିଟି ଦେଲା ପରାମର୍ଶ: ୩୦ ଦିନ ଜେଲରେ ରହିଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ନିଲମ୍ବିତ କରାଯିବ

ନୂଆଦିଲ୍ଲୀ: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ ଏକ ଗୁରୁତର ଅପରାଧ ଅଭିଯୋଗରେ ଲଗାତାର ୩୦ ଦିନ ପାଇଁ ହାଜତରେ ରଖାଯାଏ,…

ଷ୍ଟାଲିନଙ୍କ ପ୍ରତ୍ୟାଖ୍ୟାନ : ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ: ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଟିଭିକେ ଯୋଗଦେବା ନିମନ୍ତେ ପୂର୍ବତନ ସହଯୋଗୀ ଭିସିକେ ଦେଇଥିବା ପ୍ରସ୍ତାବକୁ ଷ୍ଟାଲିନ୍‌…

୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର

ଭୋଗରାଇ: ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ ଟ୍ରଲର ରବିବାର ଦକ୍ଷିଣ ୨୪ ପ୍ରଗଣା ଜିଲା ବକଖାଲିଠାରୁ ୩୫ କିମି ଦୂର ଚୁଲକାଟି…

ଡାକ୍ତରୀ ବୃତ୍ତିରେ କଳଙ୍କ: ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର

ଜଗନ୍ନାଥପ୍ରସାଦ: ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏପରି ଲଜ୍ଜାଜନକ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ ଦେଖିବାକୁ ମିଳିଛି। ଚିକିତ୍ସା କରାଇବା ବାହାନାରେ…

ସଂସଦର ମୌସୁମୀ ଅଧିବେଶନ, ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନର ଦିନକ ପୂର୍ବରୁ ଅର୍ଥାତ ଜୁଲାଇ ୧୯ରେ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଛନ୍ତି । ସୂଚନା ଅନୁସାରେ, ଏହି ବୈଠକ ପୂର୍ବାହ୍ନ ୧୧ଟାରେ ବସିବ । ଏଥିରେ ସରକାର ନିଜ ବିଧାୟୀ ଏଜେଣ୍ଡା ବାବଦରେ ସଭିଁଙ୍କୁ…

ବହୁ ଲୋକଙ୍କ ଜାତକ ମୋ ପାଖେ ଅଛି :ପ୍ରଭାତ

ଭୁବନେଶ୍ୱର: ବିଜେପିରେ ଯୋଗ ଦେବା ଅବସରରେ ପ୍ରଭାତ ବିଶ୍ବାଳ କହିଛନ୍ତି ଯେ ୨୪ ବର୍ଷ ବହୁ ପରିଶ୍ରମ କରିଛି । ଦଳ ପାଇଁ ନିଷ୍ଠା ଦେଖାଇଛି । ୩୦ ବର୍ଷ ହେଲା ଜନ ସେବା କରୁଛି । ମୁଁ ଭାବିଥିଲି ସୁନାକୁ…

ରାଜ୍ୟରେ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର: ସୋମବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ଆଶଙ୍କା ଅଛି…

ଆଜି ମହାପ୍ରଭୁଙ୍କ ଘଣାଲାଗି ଓ ବନକଲାଗି ନୀତି

ପୁରୀ: ଓଷ ଓ ଦଶମୂଳ ଲାଗି ପରେ ଶ୍ରୀଜିଉ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ଖବର ଗଜପତି ମହାରାଜା ପାଇବା ପରେ ଏଣିକି ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର । ମାତ୍ର ଦିନକ ପରେ ଠାକୁରେ ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ…