ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆଗାମୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ 5ଟା 30 ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ…










