Author: jagrata orissa

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର: କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ ଜଣାପଡିଛି। କନିକା ରେଞ୍ଜରେ ୯୦ ଓ ରାଜନଗର ରେଞ୍ଜରେ ୨ଟି କୁମ୍ଭୀର ବସା ଚିହ୍ନଟ…

୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ସୋମବାର ଜୁଲାଇ ୧୩ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ କାର୍ଯ୍ୟ ଅବାରୁ ଆସନ୍ତା ସୋମବାର ୧୩ତାରିଖରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତି ଅଭିଯୋଗ…

ଓଡ଼ିଶା ଆଡ଼କୁ ଆସୁଛି ଦୁଇଟି ଲଘୁଚାପ

ଭୁବନେଶ୍ୱର: ଆଗ ପଛ ହୋଇ ଦୁଇଟି ଲଘୁଚାପ ଓଡ଼ିଶା ଆଡ଼କୁ ଆସୁଛି । ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭଲ ବର୍ଷା ହୋଇପାରେ । ବେଶି ବର୍ଷିବ ଉତ୍ତର ଓଡ଼ିଶାରେ। ଏମିତି ପୂର୍ବାନୁମାନ କରିଛନ୍ତି ବିଶିଷ୍ଟ ପାଣିପାଗ…

ପହଞ୍ଚିଲା ଦଶମୂଳ, ସୁସ୍ଥ ହେବେ ମହାପ୍ରଭୁ

ପୁରୀ: ଅନବସର ସେବା କ୍ରମରେ ଦଇତାପତିଙ୍କ ସେବା ଯତ୍ନ ପାଇ ଦାରୁବ୍ରହ୍ମ ଆରୋଗ୍ୟଲାଭ କରୁଛନ୍ତି । ଶୁକ୍ରବାର ଦଶମୀ ତିଥିରେ ମହାପ୍ରଭୁଙ୍କ ଚକା ବିଜେ ନୀତି ହୋଇଛି । ଶ୍ରୀବିଗ୍ରହ ଶୋଇବା ଅବସ୍ଥାରୁ ଜାଗ୍ରତ ଅବସ୍ଥାକୁ ଆସିଛନ୍ତି । ଅଣସରପିଣ୍ଡିରେ ଠାକୁରଙ୍କୁ…

ଭିଜିଲାନ୍ସକୁ ଚକମା ଦେଇ ଚମ୍ପଟ ମାରିଲେ ପୁଲିସ ବାବୁ

​​​​​ଭୁବନେଶ୍ଵର : ଭିଜିଲାନ୍ସକୁ ଚକମା ଦେଇ ଚମ୍ପଟ ମାରିଲେ ପୁଲିସ ବାବୁ। ନାଚୁଣୀ ଥାନା ASI ଅକ୍ଷୟ ସେଠୀ ଲାଞ୍ଚ ନେଇ ଫେରାର, ଜଳକା ହୋଇଗଲା ଭିଜିଲାନ୍ସ ଟିମ୍ । ଜମି ବିବାଦର ସମାଧାନ ପାଇଁ ASI ଅକ୍ଷୟ ସେଠୀ ୫…

ରଥଯାତ୍ରା ସମୀକ୍ଷା: ଦର୍ଶନର ସୁବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ପାଇଁ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପରିଚାଳନା ସମ୍ପର୍କରେ ବିସ୍ତୃତ ଆଲୋଚନା କରିବା ସହିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ସହଯୋଗ, ସମନ୍ୱୟ…

ନବୀନଙ୍କ ଡିପ୍ଫେକ୍ ଭିଡିଓ ମାମଲା: ‘ସୋସିଆଲ ଟକ୍’ ନାମରେ ବିଜେଡି ପକ୍ଷରୁ ଥାନାରେ ଏତଲା

ଭୁବନେଶ୍ୱର: ବିଜେପି ସରକାରର ଅପାରଗତା ପାଇଁ ସବୁଠି ସମାଲୋଚିତ ହେଉଥିଲା ବେଳେ ବିଜେପି ପ୍ରୋତ୍ସାହନରେ କିଛି ବ୍ୟକ୍ତି ସୋସିଆଲ ମିଡିଆରେ ଭ୍ରମାତ୍ମକ ଭିଡିଓ ପ୍ରସ୍ତୁତ କରିବାରେ ଲାଗି ପଡିଛନ୍ତି । ‘ସୋସିଆଲ ଟକ୍’ ନାମକ ଏକ ପେଜ୍ରେ ବିଜୁ ଜନତା ଦଳର…

ମୋଦି ସରକାର ଏକ ଛାତ୍ର ହତ୍ୟାକାରୀ ସରକାର : ଉଦୟ ଭାନୁ ଚିବ୍‌

ଭୁବନେଶ୍ୱର: ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ ପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ମାଷ୍ଟରକ୍ୟାଂଟିନ ସ୍ଥିତ ଏକ୍ସଲେନ୍ସି ହୋଟେଲରେ “ଛାତ୍ରୋଂକି ଗୁଞ୍ଜ” କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅଖିଳ ଭାରତ ଯୁବ କଂଗ୍ରେସର…

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ଅପମାନକୁ ବିଜେଡି ବରଦାସ୍ତ କରିବ ନାହିଁ

ଭୁବନେଶ୍ୱର: ଜାତୀୟ ଶିକ୍ଷା ନୀତି (ଏନଇପି ୨୦୨୦)ରେ ପ୍ରକାଶିତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟ ପୁସ୍ତକରେ ସାଂଘାତିକ ତ୍ରୁଟି ରହିଛି । ବିଜେପି ସରକାର ତାହାର ସଂଶୋଧନ ନକରି ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ଭୁଶୁଡାଇ ଦେଲେଣି । ଏହାକୁ ବିରୋଧ କରି…

ଜମି ଲିଜ୍ ରେକର୍ଡ଼ର ସଠିକ୍ ରକ୍ଷଣାବେକ୍ଷଣ ନିମନ୍ତେ ରାଜସ୍ୱ ବିଭାଗର କଡ଼ା ନିର୍ଦ୍ଦେଶ

– ନ୍ୟାୟିକ ମାମଲାରେ ଅଦାଲତରେ ସଠିକ୍ ସଂରକ୍ଷିତ ରେକର୍ଡ଼୍ ପ୍ରଦାନ କରିବା ନିମନ୍ତେ ରାଜସ୍ୱ ସଚିବଙ୍କ ନିର୍ଦ୍ଦେଶ ଭୁବନେଶ୍ୱର :ଜମି ଲିଜ୍ ସମ୍ବନ୍ଧୀୟ ମାମଲାରେ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ଓ ବିଧିବଦ୍ଧ ପ୍ରକ୍ରିୟାର ଯଥାର୍ଥ ପାଳନକୁ ସର୍ବୋଚ୍ଚ ଗୁରୁତ୍ୱ ଦେଇ ଆବଶ୍ୟକୀୟ…