ରଥଯାତ୍ରା ସମୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ। ଏହି ଆକଳନ କରିିଛି ବିଭିନ୍ନ ପାଣିପାଗ ମଡେଲ୍। ପାଣିପାଗ ବିଜ୍ଞାନୀଙ୍କ ଆକଳନ ଅନୁସାରେ, ଆସନ୍ତା ୧୪ କିମ୍ବା ୧୫ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ, ଯାହାକି ଲଘୁଚାପର ରୂପ ନେଇପାରେ ।…










