ପିସିସି ସଭାପତି ଯେଉଁଭଳି ଦାୟିତ୍ୱ ନେଇ କାମ କରିବା କଥା ତାହା କରୁନାହାନ୍ତି: ସୋଫିଆ
ଭୁବନେଶ୍ୱର:ରାଜ୍ୟ କଂଗ୍ରେସରେ କିଛି ଠିକ୍ଠାକ୍ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର ସୋଫିଆ କହିଛନ୍ତି, ପିସିସି ସଭାପତି ଯେଉଁଭଳି ଦାୟିତ୍ୱ ନେଇ କାମ କରିବା କଥା ତାହା କରୁନାହାନ୍ତି।…










